ସାଧାରଣତନ୍ତ୍ର ଦିବସରେ ବଡ଼ ଅଘଟଣ: ଚୁଆରେ ବୁଡିଗଲେ ଶିଶୁକନ୍ୟା, ଆଉ ତା’ପରେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡି ପଞ୍ଚାୟତ ପାଡ଼ନକେତା ଗ୍ରାମରରେ ଘଟିଯାଇଛି ବଡ଼ ଅଘଟଣ । ଜଣେ ଶିଶୁ କନ୍ୟାଙ୍କ ଚୁଆର ଭରି ପାଣିରେ ବୁଡି ଅମୁଲ୍ୟ ଜୀବନ ଚାଲିଯାଇଛି। ମୃତ ଶିଶୁ କନ୍ୟା ହେଲେ ଉକ୍ତ ଗ୍ରାମର ଆକାଶ ପ୍ରଧାନଙ୍କ ଝିଅ ଆୟୁଷୀ (୪)ବୋଲି ଜଣାପଡିଛି। ଆୟୁଷୀଙ୍କ ମୃତଦେହକୁ ପୋଲିସ ଜବତ କରି ବ୍ୟବଛେଦ ପାଇଁ ମେଡିକାଲ ରେ ରଖିଥିବା ଜଣାପଡିଛି।
ପ୍ରକାଶ ଯେ, ଆୟୁଷୀ ପାଡ଼ନକେତା ଅଙ୍ଗନାୱାଡିରେ ପଢୁଛନ୍ତି। ସୋମବାର ସାଧାରଣତନ୍ତ୍ର ଦିବସ ରହିଥିବାରୁ ସେ ଉକ୍ତ ଉତ୍ସବରେ ଯୋଗଦେବାକୁ ଯାଇ କାର୍ଯ୍ୟକ୍ରମ ସାରିବା ପରେ ଘରକୁ ଫେରିଥିଲେ। ପରେ ସେ ତାଙ୍କ ଘର ନିକଟ ଚୁଆକୁ ଗାଧୋଇବାକୁ ଯାଇ ଆଉ ଫେରି ନ ଥିଲେ ପରିବାର ଲୋକ ବହୁ ଖୋଜାଖୋଜି ପରେ ଚୁଆରେ ଆୟୁଷୀଙ୍କ ମୃତ ଦେହ ଭାସୁଥିବା ଦେଖି ଉଦ୍ଧାର କରି ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ସେଠାରେ ଡାକ୍ତର ଆୟୁଷୀଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆୟୁଷି କିଭଳି ଚୁଆକୁ ଆସିଥିଲେ ସାଥିରେ ଆଉ କିଏ ଥିଲେ ନା ସେ ଜଣେ ଏବଂ କିଭଳି ତାଙ୍କ ମୃତ୍ୟୁ ହେଲା ତାର ତଦନ୍ତ କରାଯାଉଥିବା ଆଇଆଇଆଇ ସଂଗ୍ରାମ କେଶରୀ ଜେନା କହିଛନ୍ତି। ଆୟୁଷୀଙ୍କ ମୃତ୍ୟୁ ଖବର ଚାରିଆଡେ ପ୍ରଚାରିତ ପରେ ଦୁଃଖର ଛାୟା ଖେଳିଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri