ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା, ଏହିଦିନ ମିଳିବ ପ୍ରଥମ କିସ୍ତି ସହ ଦ୍ୱିତୀୟ କିସ୍ତି ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ୨ ଦିନ ତଳେ ଯାହା ରଭ୍ୟୁ ନେଇଥିଲି ୯୨ ଲକ୍ଷ ପାଖା ପାଖି ଲୋକେ ସୁଭଦ୍ରା ଯୋଜନା ପାଇଁ ଆବଦେନ କରିଥିଲେ। ଆମେ ୨୫ ଲକ୍ଷ ୧୧ ହଜାର ଲୋକଙ୍କୁ ଦେଇଛୁ। ଆଉ ଗୋଟିଏ ସପ୍ତାହ ଭିତରେ ୧ କୋଟି ଲୋକଙ୍କ ଆବଦେନ ବୋଧେ ଆସିଯାଇଥିବ। ସୁଭଦ୍ରା ଯୋଜନା କୋଟିଏ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ୧ରୁ ସ୍ଲାବ ହେବ ପୁଣି ଲୋକଙ୍କୁ ଦିଆଯିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଏଥର ୨୫ ଲକ୍ଷ ୧୧ ହଜାର ଲୋକଙ୍କ ପାଖେ ପହଞ୍ଚିବୁ। ପ୍ରଥମ କିସ୍ତି ସମସ୍ତେ ପାଇବା ପରେ ଏଭଳି ସ୍ଥିତି ହେବ ନାହିଁ। ତେଣୁ ମାର୍ଚ୍ଚ ୮ରେ ସମସ୍ତେ ଏକା ସାଙ୍ଗରେ ୨ଟି କିସ୍ତି ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri