ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ୟାସ ଯଥେଷ୍ଟ ମହଜୁଦ ଅଛି। ହୋଟେଲକୁ ଆବଶ୍ୟକ ଥିବା ରନ୍ଧନ ଗ୍ୟାସର ୫୦% ଯୋଗାଇବାକୁ ସକ୍ଷମ। ଘରୋଇ କ୍ଷେତ୍ରକୁ କୌଣସି ପ୍ରତିବନ୍ଧକ ଲଗାଯାଇନାହିଁ।

ସେପଟେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ଯୁଦ୍ଧର ଭୟ ବୃଦ୍ଧି ପାଉଥିବାବେଳେ ଭାରତ ଏହାର ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା ପାଇଁ ଇରାନ ସହିତ ସହଭାଗୀ ହୋଇଛି। ୨୦୧୯ପରେ ଭାରତ ପ୍ରଥମ ଥର ପାଇଁ ଇରାନରୁ ଏକ ଏଲପିଜି କାର୍ଗୋ କ୍ରୟ କରିଛି। ଆମେରିକା ଇରାନ ଉପରେ ଏହାର କିଛି କଟକଣାକୁ କୋହଳ କରିବ ବୋଲି ସୂଚାଇବା ପରେ ଏହା ଆସିଛି।

ସୂତ୍ର ଅନୁସାରେ, ଇରାନରୁ ଏହି ଏଲପିଜି କାର୍ଗୋ ମୂଳତଃ ଚାଇନାକୁ ଯିବା ପାଇଁ ଉଦ୍ଦିଷ୍ଟ ଥିଲା, କିନ୍ତୁ ଭାରତ ଏହାକୁ ରଣନୈତିକ ଆଲୋଚନା ମାଧ୍ୟମରେ ପରିବର୍ତ୍ତନ କରିଥିଲା। ଜାହାଜଟି ଖୁବ ଶୀଘ୍ର ମାଙ୍ଗାଲୁରୁ ବନ୍ଦରରେ ପହଞ୍ଚିବ। ଏହି ଗ୍ୟାସ ଦେଶର ତିନୋଟି ପ୍ରମୁଖ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ – IOC (ଇଣ୍ଡିଆନ ଅଏଲ), BPCL (ଭାରତ ପେଟ୍ରୋଲିୟମ), ଏବଂ HPCL (ହିନ୍ଦୁସ୍ତାନ ପେଟ୍ରୋଲିୟମ) ମଧ୍ୟରେ ବଣ୍ଟନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri