ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାକୁ ଆସିବ…

ଭୁବନେଶ୍ୱର, ୫।୯: ଓଡ଼ିଶାକୁ ଆସିବ ୬୦୦ e-ବସ୍‌। ୬୦୦ e-ବସ୍‌ ଆସିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପରିବେଶ ସୁରକ୍ଷା ପାଇଁ e-ବସ ଅଧିକ ପ୍ରଚଳନ କରିବାକୁ ଯୋଜନା। ରାଜ୍ୟରେ ୧ ହଜାର e-ବସ୍‌ର ଆବଶ୍ୟକତା ରହିଛି। ଆଗକୁ ରାଜ୍ୟ ସରକାର ୨୦୦ଟି e ବସ୍‌ ଆଣିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଓଡ଼ିଶାକୁ ୪୦୦ଟି e-ବସ ପ୍ରଦାନ କରିବେ। ମୋଟ ୬୦୦ଟି e-ବସ ଜନସାଧାରଣଙ୍କ ସେବାରେ ଲାଗିବ। ଏବେ ୨୫ଟି e-ବସ ଆସୁଛି, ଯାହା ସମ୍ବଲପୁରକୁ ପ୍ରଦାନ କରାଯିବ। ପରେ ଅନ୍ୟ ଜିଲାକୁ ମଧ୍ୟ e-ବସ ପ୍ରଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri