ନବୀନ ନିବାସରେ ବଡ଼ ବୈଠକ, ନବୀନ କରିବେ ବଡ଼ ଘୋଷଣା!

ଭୁବନେଶ୍ୱର,୧୬।୮: ନବୀନ ନିବାସରେ ବଡ଼ ହଲଚଲ। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଳର ସାଂଗଠନିକ ସମୀକ୍ଷା ଓ ଆଗାମୀ ରଣନୀତି ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି।

ବୈଠକରେ ଦଳର ବରିଷ୍ଠ ନେତା ଓ ବିଭିନ୍ନ ଜିଲାର ସଭାପତିମାନେ ଉପସ୍ଥିତ ଥିଲେ। ଉପସ୍ଥିତ ନେତାମାନଙ୍କ ମଧ୍ୟରେ ସୁଦାମ ମାରାଣ୍ଡି, ଅମର ପଟ୍ଟନାୟକ, ରୋହିତ ଜୋଶେଫ ର୍ତିକି, ପ୍ରଫୁଲ ସାମଲ, ଜଗନ୍ନାଥ ସାରକା, ସାଲୁଗା ପ୍ରଧାନ ଏବଂ ପ୍ରଦୀପ ଦିଶାରୀ ଥିଲେ ଏହା ବ୍ୟତୀତ ଅନ୍ୟାନ୍ୟ ଜିଲା ସଭାପତି ଓ କୋର କମିଟି ସଦସ୍ୟମାନେ ମଧ୍ୟ ଏହି ବୈଠକରେ ସାମିଲ ହୋଇଥିଲେ।

କୁହାଯାଉଛି ଆଗାମୀ ରାଜନୈତିକ ରଣନୀତି ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ବିଶେଷ କରି ଉପରାଷ୍ଟ୍ରପତି ପ୍ରାର୍ଥୀକୁ ନେଇ କିଛି ଆଲୋଚନା ହୋଇଥାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri