Categories: Uncategorized

ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଖବର: ଏମ୍ସ ନିର୍ଦ୍ଦେଶକ କହିଲେ…

ଭୁବନେଶ୍ୱର, ୧୩।୯: ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅପଡେଟ୍‌ ଆସିଛି। ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନି ବୋଲି ସୂଚନା ମିଳିଛି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ନେଇ ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ କହିଛନ୍ତି। କ୍ରିଟିକାଲ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର। ସ୍ବତନ୍ତ୍ର ଡାକ୍ତରୀ ଟିମ ଦ୍ବାରା ଚିକିତ୍ସା ଚାଲିଛି।