ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ ପୂରୁଣୁ ସେମାନଙ୍କୁ ଜାମିନ୍‌ ମିଳିଛି। ଭୁବନେଶ୍ବର JMFC କୋର୍ଟରୁ ସେମାନଙ୍କୁ ମିଳିଛି ଜାମିନ।

ସୂଚନାଥାଉ କି, ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଥିଲା ପୋଲିସ । ଚନ୍ଦକା ପୋଲିସ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏଥିସହିତ ସେମାନଙ୍କ ମୋବାଇଲ ଓ ତା ମଧ୍ୟରୁ ଗୋଟେ ଭିଡିଓ ଓ ଗୋଟେ ଅଡିଓ ଜବତ କରିଛି ପୋଲିସ । ତେବେ ୭ ଜଣ ସମସ୍ତେ ଛାତ୍ର ବୋଲି ଜଣାପଡିଛନ୍ତି । ହେଲେ ସେଦିନ ସେମାନେ ଏତେ ରାତିରେ ସେଠି କ’ଣ କରୁଥିଲେ ସେନେଇ କିଛି ଜଣା ପଡିନି ।

ତେବେ ୭ ଜଣ ଅଭିଯୁକ୍ତଙ୍କ କହିବା ଅନୁସାରେ, ଆମେ କେହି ହାତ ଉଠାଇ ନାହୁଁ। ମେଜରଙ୍କ ବାନ୍ଧବୀ ଜଣଙ୍କ ଆଗ ତାଙ୍କୁ ଦୁର୍ବ୍ୟବହାର କରିବା ପରେ ସେ ତାଙ୍କ ସହ ଯୁକ୍ତି ତର୍କ କରିଥିଲେ। ସେମାନେ ନିଶାରେ ଥିଲେ ଆମ ସହ ଆଗୁଆ ଯୁକ୍ତିତର୍କ କରିଥିଲେ। ଭିଡିଓରେ ଦେଖିପାରିବେ ମେଜର ଜଣକ ଆମକୁ ଠେଲାପେଲା କରିଥିଲେ। ଭରତପୁର ଥାନାରେ କ’ଣ ଘଟିଛି ଆମେ ଜାଣିନୁ। ଏସମ୍ପର୍କରେ ମାଡାମ ଗଣମାଧ୍ୟମରେ ମତ ଦେଇଛନ୍ତି।

ତେବେ ଗତ ୧୫ ତାରିଖରେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାରରେ ଯାଉଥିବା ସମୟରେ ମଝି ରାସ୍ତାରେ ୨ଟି କାରରେ କିଛି ରୋଡ ରୋମିଓ ସେମାନଙ୍କୁ ସାଇଡ ମାରିବା ସହ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଦୁହେଁ ଅଭିଯୋଗ କରିବା ପାଇଁ ଭରତପୁର ଥାନାକୁ ଯାଇଥିଲେ। ହେଲେ ଥାନା ଅଧିକାରୀ ଏନେଇ କାର୍ଯ୍ୟନୁଷ୍ଠାନ ନଗ୍ରହଣ କରି ଲିଖିତ ଅଭିଯୋଗ କରିବାକୁ କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri