ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସରେ ସୂଚନା ଦିଆଯାଇଛି। ପୂର୍ବରୁ କେବଳ ସ୍ବତନ୍ତ୍ର ଶିକ୍ଷାରେ ବର୍ଷିକିଆ ବିଏଡ୍‌ କରିଥିବା ପିଲାଙ୍କୁ ଏହି ପରୀକ୍ଷା ଦେବା ପାଇଁ ସୁଯୋଗ ମିଳୁଥିଲା। ଏହି ପରିବର୍ତ୍ତନ ଫଳରେ ୩ ହଜାରରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ଦିବ୍ୟାଙ୍ଗଙ୍କ ପାଇଁ କାର୍ଯ୍ୟରତ ଓଡ଼ିଶା ସ୍ପେଶାଲ୍‌ ଏଜୁକେଶନ୍‌ ଫେଡେରେଶନ୍‌ (ଓଏସ୍‌ଏଫ୍‌ଇଡି)ର ସମ୍ପାଦକ ଆୟୁଷ ଚୌଧୁରୀ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri