ପିଏମ୍‌ ଜନଧନକୁ ନେଇ ଆସିଲା ବଡ଼ ଖବର! କ’ଣ ବନ୍ଦ ହୋଇଯିବ ଆପଣଙ୍କ ଆକାଉଣ୍ଟ? ଜାଣନ୍ତୁ ସରକାର…  

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ଜନଧନ ଯୋଜନା, ଭାରତୀୟ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ସ୍ବତନ୍ତ୍ର ଯୋଜନା। ଏହି ଯୋଜନାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। କିଛିଦିନ ଧରି ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଉଥିଲା ଯେ ସରକାର ଚାଲୁ ନ ଥିବା ପିଏମ୍‌ ଜନଧନ ଖାତାକୁ ବନ୍ଦ କରିବାର ଯୋଜନା କରୁଛନ୍ତି। ଏହାପରେ ଏହି ଯୋଜନା ଅଧିନରେ ଆକାଉଣ୍ଟ ଖୋଲିଥିବା ଅନେକେ ଚିନ୍ତାରେ ପଡ଼ିଯାଇଥିଲେ। ଏବେ ଏହାକୁ ନେଇ ସରକାରଙ୍କ ପକ୍ଷରୁ ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି, ଆସନ୍ତୁ ଜାଣିବା…
ଅର୍ଥ ମନ୍ତ୍ରଣାଳୟ ଏହି ଆକାଉଣ୍ଟ ବନ୍ଦ କରିବାକୁ ନେଇ କୌଣସି ପ୍ରକାର ରିପୋର୍ଟକୁ ଖଣ୍ଡନ କରିଛି। ଡିପାର୍ଟମେଣ୍ଟ ଅଫ୍‌ ଫାଇନାନ୍ସିଆଲ ସର୍ଭିସ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ ବ୍ୟାଙ୍କଗୁଡ଼ିକୁ ଏହି ଯୋଜନାର ଖାତାଗୁଡ଼ିକୁ ବନ୍ଦ କରିବାକୁ କୁହାଯାଇନାହିଁ।
ଜନଧନ ଆକାଉଣ୍ଟ ଖୋଲିବାକୁ କିଭଳି କରିବେ ଆବେଦନ?
-ଆଧିକାରୀକ ଓ୍ବେବସାଇଟ୍‌ http//pmjdy.gov.in/homeକୁ ଯାଆନ୍ତୁ
-ଏବେ e-DOCUMENTS ସେକ୍ସନରୁ ହିନ୍ଦି ନଚେତ ଇଂରାଜୀ(ଯେଉଁ ଭାଷାରେ ଆବଶ୍ୟକ), ଫର୍ମ ଡାଉନଲୋଡ଼ କରନ୍ତୁ।
-ଫର୍ମ ପ୍ରିଣ୍ଟ କରନ୍ତୁ
-ଏବେ ଏହି ଫର୍ମରେ ଦିଆଯାଇଥିବା ସମସ୍ତ ସୂଚନା ଭରନ୍ତୁ
-ଏହା ପରେ ଜରୁରୀ  ଡକ୍ୟୁମେଣ୍‌ଔ ନେଇ ନିକଟସ୍ଥ ବ୍ୟାଙ୍କକୁ ଯାଆନ୍ତୁ।
-ଫର୍ମ ସବ୍‌ମିଟ୍‌ କରିବା ସମୟରେ ମୋବାଇଲ ନଯ ନଚେତ ଇମେଲ ଆଇଡି ଦିଅନ୍ତୁ
କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ:
ଯଦି ଆପଣଙ୍କ ପାଖରେ ଆଧାର ଉପଲବ୍ଧ ଅଛି ତେବେ ଅନ୍ୟ ଡକ୍ୟୁମେଣ୍ଟର ଆବଶ୍ୟକତା ନାହିଁ। ଯଦି ଏହା ନାହିଁ ତେବେ ଭୋଟର ପରିଚୟ ପତ୍ର, ଡ୍ରାଇଭିଂ ଲାଇସେନ୍ସ,ମନରେଗା କାର୍ଡ ଆଦି ମଧ୍ୟରୁ କୌଣସି ଗୋଟିଏ ଡକ୍ୟୁମେଣ୍ଟର ଆବଶ୍ୟକତା ପଡ଼ିବ।

Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri