ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି। ସୁଭଦ୍ରା ସହ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏଥିପାଇଁ ୫ ବର୍ଷରେ ୭୫୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଅନୁମୋଦନ ଏବଂ ୨୦୨୪-୨୫ ଅ ବଣ୍ଟନ କରାଯାଇଥିବା ୨୦ ଲକ୍ଷ ୧୭ ଜଣ ହିତାକାରୀଙ୍କ ତାଲିକା ୨୫ ଆର୍ଥିକ ବର୍ଷ ପାଇଁ ସୁଭଦ୍ରାରେ ପଞ୍ଜୀକରଣର ଶେଷ ତାରିଖା ୨୨ ଅଗଷ୍ଟ ୨୦୨୪ ରେ, ଓଡ଼ିଶା ରାଜ୍ୟ କ୍ୟାବିନେଟ୍ “ସୁଭଦ୍ରା” ନାମରେ ଏକ ପ୍ରମୁଖ ମହିଳା କଲ୍ୟାଣକାରୀ ଯୋଜନା ନାକୁ ଅନୁମୋଦନ କରିଛନ୍ତି । ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ଏବଂ ସେମାନଙ୍କ ପରିବାରକୁ ଆର୍ଥିକ ସୁରକ୍ଷା ଟ.୫୫,୮୨୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ପ୍ରଦାନ ଦାନ କରିବା ନିମିତ୍ତ ଏହି ଯୋଜନାରେ ୫ ବର୍ଷ ପାଇଁ ବଜେଟରେ ଆବେଦନ ପଞ୍ଜୀକୃତ ହୋଇଛି । ଏହିଗୁଡ଼ିକ ୨ଟି ବ୍ୟାପକ ବର୍ଗରେ ଥୁବା ଆବେଦନ‌କାରୀ ଏବଂ ସମସ୍ତ ପଞ୍ଜୀକୃତ ଆବେଦନକାରୀଙ୍କ ମଧ୍ଯ ମଧ୍ଯରୁ ବେଦନକାରୀଙ୍କୁ ମଞ୍ଜୁର କରାଯାଇ ପ୍ରଥମ କିସ୍ତିର ୫୦୦୦/- ବିତରଣ ଆବେଦନଗୁଡ଼ିକ ବିଚାରାଧୀନ ରହିଛି ଏବଂ ସହାୟତା ରା ଗାଇଡଲାଇନ୍ ଅନୁଯାୟୀ ସେମାନଙ୍କର ଯୋଗ୍ୟତା ୨. ବର୍ତ୍ତମାନ ସୁଦ୍ଧା ସୁଭଦ୍ରାରେ ୧ କୋଟି ୬ ଲକ୍ଷ୍ୟରୁ ଅଧିକ । ଅନ୍ତର୍ଭୁକ୍ତ- NFSA/SFSS ଡାଟାବେସରେ ଉପସ୍ଥିତ ଥ‌ିବ ୮୦,୨୯,୭୪୧ ଜଣ NFSA/SFSS ବର୍ଗର ଆବେଦ କରାଯାଇଛି । Non-NFSA/SFSS ଅଧୀନରେ ଥିବା ଅବଶିଷ୍ଟ ବିତରଣ ନିର୍ମିତ, କ୍ଷେତ୍ରୀୟ ସ୍ତରରେ କ୍ଷେତ୍ର ଅନୁସନ୍ଧାନ ଦଳ (FET) ଦ୍ବାରା ନିର୍ଦ୍ଧାରଣ କରିବା ପାଇଁ ଯାଞ୍ଚ କରାଯାଉଛି I

ବର୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବିନା କୌଣସି ଶେଷ ତାରିଖ ଥାଇ ସୁଭଦ୍ରା ଅଧୀନରେ ଆବେଦନ ଗ୍ରହଣ କରାଯାଉଛି । ଉପରୋକ୍ତକୁ ଦୃଷ୍ଟିରେ ରଖ୍ କ୍ୟାବିନେଟ ଏହାର ତା ୦୩.୦୧.୨୦୨୫ ରିଖର ବୈଠକରେ ନିମ୍ନଲିଖିତ ପ୍ରସ୍ତାବକୁ ଅନୁମୋଦନ କରିଛି ୨୦୨୪-୨୫। ଆର୍ଥିକ ବର୍ଷ ପାଇଁ ସୁଭଦ୍ରାରେ ପଞ୍ଜୀକରଣର ଶେଷ ତାରିଖ ତା ୩୧.୦୩.୨୦୨୫।

ସେହିପରି ପିଏମ ସୂର୍ଯ୍ୟଘର ଯୋଜନାରେ ସୋଲାର ଲଗାଇଲେ ସହାୟତା ମିଳିବ। ୧ କିଲୋୱାଟ ସୋଲାର ଲାଗି ରାଜ୍ୟ ଅତିରିକ୍ତ ୨୫ ହଜାର ଦେବ। କେନ୍ଦ୍ରର ୩୦ ହଜାର ସବସିଡ ବାଦ ରାଜ୍ୟ ସରକାର ୨୫ ହଜାର ଦେବେ। ୩ କିଲୋୱାଟ ସୋଲାର ଲଗାଇଲେ ରାଜ୍ୟ ଦେବ ମୋଟ ୫୮ ହଜାର।

ତେବେ ସୁଭଦ୍ରା ଟଙ୍କା ବର୍ଷକୁ ଦୁଇଟି କିସ୍ତିରେ ଦୁଇଥର ମିଳୁଥିଲା। ଏଣିକି ଗୋଟିଏ ଥରରେ ୨ଟି କିସ୍ତି ମିଳିବ। ଏଥିପାଇଁ ରାଜ୍ୟ ସରକାର କିଛି ସର୍ତ୍ତ ରଖିଛନ୍ତି। ଯଦି ଆପଣ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କରିଥିବେ ତେବେ ୨ଟି କିସ୍ତିର ଟଙ୍କା ମିଳିବ। ମାର୍ଚ୍ଚ ସୁଦ୍ଧା ଆବେଦନ କରିଥିଲେ ଏକକାଳୀନ ୨ଟି କିସ୍ତି ପାଇବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri