ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼ ଘୋଷଣା କରିପାରନ୍ତି। ସୁଜାତା ନିଜେ ଶଙ୍ଖ ଭବନରେ ଉପସ୍ଥିତ ରହି ସଦସ୍ୟତା ଗ୍ରହଣ କରିବେ ବୋଲି କୁହାଯାଉଛି। ହେଲେ ଏହାକୁ ନେଇ ବିଜେଡି ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ମିଳିପାରିନାହିଁ।

ଆଜି ନବୀନ ନିବାସରେ ବିଜେଡି ନେତାମାନଙ୍କ ବଡ଼ ବୈଠକ ବସିଥିଲା। ବୈଠକରେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପ୍ରତାପ ଜେନା, ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ।

ସେପଟେ ସୁଜାତା ବିଜେଡିକୁ ଆସିବା ଚର୍ଚ୍ଚା ଭିତରେ ଶ୍ରୀମୟୀ ମିଶ୍ର ତେର୍ଚ୍ଛାବାଣ ମାରିଛନ୍ତି। ସେ କହିଛନ୍ତି, ତାମିଲ ବୋହୂକୁ ମିଶାଇ ଦଳକୁ ନିଜ ଦଖଲକୁ ନେବା ପାଇଁ ଭଣ୍ଡଙ୍କ ମାଷ୍ଟରପ୍ଲାନ।ଟ୍ରଷ୍ଟ କରି ଦିଲ୍ଲୀ ଘର ଦଖଲକୁ ନେଇସାରିଛନ୍ତି।ଏବେ ନଜର ନବୀନ ନିବାସ ଓ ଦଳର ପାଣ୍ଠି ଉପରେ। ନେତାମାନଙ୍କୁ ଶଙ୍ଖ ଭବନ ଡାକି ତାମିଲ ବୋହୂକୁ ରେଡ କାର୍ପେଟରେ ସ୍ବାଗତ ପାଇଁ ପ୍ରସ୍ତୁତି। କାଲି ନିର୍ଜଳା ଏକାଦଶୀରେ ଦଳ ନିଶ୍ଚିହ୍ନ ହେବାର ମୂଳଦୁଆ ପଡ଼ିବାକୁ ଯାଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri