ରାସନ କାର୍ଡକୁ ନେଇ ବଡ଼ ଖବର, ଏମାନଙ୍କୁ ମିଳିବନି ଚାଉଳ-ଗହମ…

ଭୁବନେଶ୍ୱର,୩୦।୯: ରାସନ କାର୍ଡକୁ ନେଇ ବଡ଼ ଖବର। ଏହି ଜିନିଷ ନ କରିଥିଲେ ଆପଣଙ୍କ ଲିଷ୍ଟରୁ ନାଁ କଟିଯିବ। ଏପରିକି ଅପାଣଙ୍କୁ ଆଉ ଚାଉଳ-ଗହମ ମଧ୍ୟ ମିଳିବ ନାହିଁ। କେନ୍ଦ୍ର ସରକାର ଏଥର ରାସନ କାର୍ଡରେ ଇ-କେୱାଇସି କରିବା ବାଧ୍ୟତାମୂଳକ କରିଛନ୍ତି। ବର୍ତ୍ତମାନ ଏହି ରାସନ କାର୍ଡର KYC କରିବା ପାଇଁ ସମୟ ସୀମା ବୃଦ୍ଧି କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି ।

ଯଦି ଆପଣ ମାଗଣା ଚାଉଳ-ଗହମ ପାଇବାକୁ ଚାହୁଁଛନ୍ତି ଓ ଆପଣଙ୍କର ରାସନ ଯୋଗାଣରେ କୌଣସି ଅସୁବିଧା ଦେଖିବାକୁ ଚାହୁଁ ନାହାନ୍ତି ତେବେ ରାସନ କାର୍ଡ ଇ-କେୱାଇସି ସଂପୂର୍ଣ୍ଣ କରିବା ଆବଶ୍ୟକ । ଆଧାର କାର୍ଡ ଏବଂ ଲିଙ୍କ ହୋଇଥିବା ମୋବାଇଲ ନମ୍ବର ବ୍ୟବହାର କରି ଆପଣ ଅନଲାଇନରେ ଆପଣଙ୍କର ରାସନ କାର୍ଡ KYC ସଂପୂର୍ଣ୍ଣ କରିପାରିବେ ।

ଅନଲାଇନରେ KYC କରୁଥିଲେ ଆପଣଙ୍କୁ କିଛି ଡକ୍ୟୁମେଣ୍ଟ ଦରକାର । ସେଗୁଡ଼ିକ ହେଉଛି ଆଧାର କାର୍ଡ, ପରିବାରର ସମସ୍ତ ସଦସ୍ୟଙ୍କ ଆଧାର କାର୍ଡ ଏବଂ ଆଧାର କାର୍ଡ ସହିତ ସଂଯୁକ୍ତ ନିଜସ୍ବ ମୋବାଇଲ ନମ୍ବର ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri