ବଡ଼ ଖବର: ରୋହିତ ଓ କୋହଲିଙ୍କ ପରେ କ୍ରିକେଟରୁ ଅବସର ନେବେ ୫ ଭାରତୀୟ ଖେଳାଳି!

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ବର୍ତ୍ତମାନ ଏକ ପାଳବଦଳର ସମୟ ମଧ୍ୟ ଦେଇ ଗତି କରୁଛି। ଦୀର୍ଘ ବର୍ଷ ଧରି ଭାରତୀୟ ଦଳକୁ ନେତୃତ୍ୱ ଦେଇଥିବା ଦୁଇ ଦିଗ୍ଗଜ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିସାରିଛନ୍ତି। ରୋହିତ ୨୦୨୫ ମସିହା ମେ ୭ ତାରିଖରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ବେଳେ ବିରାଟ ମଧ୍ୟ ମେ ୧୨ରେ ତାଙ୍କ ଟେଷ୍ଟ କ୍ୟାରିୟରକୁ ଅଲବିଦା କହିଛନ୍ତି। ଏହି ଦୁଇ ଷ୍ଟାର ଖେଳାଳିଙ୍କ … Continue reading ବଡ଼ ଖବର: ରୋହିତ ଓ କୋହଲିଙ୍କ ପରେ କ୍ରିକେଟରୁ ଅବସର ନେବେ ୫ ଭାରତୀୟ ଖେଳାଳି!