ବଡ଼ଖବର: ବଦଳିଲା କ୍ୟାବିନେଟ ଢ଼ାଞ୍ଚା, ସଚିବଙ୍କ କ୍ଷମତା ସଙ୍କୁଚିତ 

ଭୁବନେଶ୍ୱର,୨୦।୫: ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ ଢ଼ାଞ୍ଚା। କ୍ୟାବିନେଟ ବୈଠକରେ ସଚିବଙ୍କ କ୍ଷମତା ସଙ୍କୁଚିତ  କରାଯାଇଛି। ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ଏ ନେଇ  ସବୁ ବିଭାଗକ ସଂସଦୀୟ ସଚି ଚିିଠି ଲେଖିଛନ୍ତି। ୫ ଦିନ ପୂର୍ବରୁ କ୍ୟାବିନେଟ୍‌ ବସିବା ତାରିଖ  ଚୂଡ଼ାନ୍ତ ହେବ। ୩ ଦିନ ପୂର୍ବରୁ କ୍ୟାବିନେଟ୍‌ର ସମସ୍ତ ପ୍ରସ୍ତାବମଧ୍ୟ ଚୂଡ଼ାନ୍ତ ହେବ।
ଅନ୍ୟପକ୍ଷେ, ୨ ଦିନ ପୂର୍ବରୁ ମନ୍ତ୍ରୀଙ୍କ ପାଖକୁ ଯିବ କ୍ୟାବିନେଟ ପ୍ରସ୍ତାବ।ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ପ୍ରସ୍ତାବ କ୍ୟାବିନେଟ ଆସିପାରିବନି କିମ୍ବା ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ବିଭାଗୀୟ କ୍ୟାବିନେଟ ବସିପାରିବନି ବୋଲି ନିଷ୍ପତ୍ତି ହୋଇଛି। ଆବଶ୍ୟକ ସ୍ଥଳେ ବିଭାଗୀୟ ସଚିବ କ୍ୟାବିନେଟ ରୁମ୍‌କୁ ଯାଇପାରିବେ।ପାରିତ ପ୍ରସ୍ତାବକୁ ତୁରନ୍ତ କାର୍ଯ୍ୟକାରୀ କରାଇବା ମନ୍ତ୍ରୀଙ୍କ ଦାୟିତ୍ୱ। କ୍ୟାବିନେଟ୍‌ରେ ମୁଖ୍ୟ ସଚିବ ଓ ଉନ୍ନୟନ କମିଶନର ବ୍ୟତୀତ ଅନ୍ୟଙ୍କୁ ମନା ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri