ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ଓ ମରାମତି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବଡ଼ ବୟାନ ଦେଇଛନ୍ତି। ଭଣ୍ଡାର ଖୋଲାହେବା ପୂର୍ବରୁ ମନ୍ଦିରରେ ପ୍ରବେଶ ନେଇ ବିଭିନ୍ନ କଟକଣା ଜାରି କରିଛନ୍ତି ଣ୍ରୀମନ୍ଦିର ପ୍ରଶାସକ।

ସୂଚନା ଅନୁଯାୟୀ, ସକାଳ ୮ଟାରୁ ସିଂହଦ୍ୱାରକୁ ଛାଡ଼ି ଅନ୍ୟ ୩ ଦ୍ୱାର ବନ୍ଦ କରାଯିବ। ଶ୍ରୀମନ୍ଦିର ଭିତରକୁ ପ୍ରବେଶ ସହ ଦର୍ଶନ ଉପରେ କଟକଣା ରହିବ। ସିଂହଦ୍ୱାର ଦେଇ ଅଧିକୃତ ବ୍ୟକ୍ତି ଓ ମନ୍ଦିରରେ ସେବା ଥିବା ସେବାୟତ ଯିବେ। ପ୍ରଥମେ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ। ସ୍ଥାନାନ୍ତର ପରେ ଆନୁଷଙ୍ଗିକ ପ୍ରକ୍ରିୟା ସାରି ASIକୁ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ। ASI କେତେଦିନ ଭିତରେ ମରାମତି ସାରିବ, ଏନେଇ ଆଲୋଚନା ହୋଇ ନିର୍ଦ୍ଧାରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

‘ଏମାନେ ମୋ ପୁଅକୁ ହତ୍ୟା କରିଛନ୍ତି! ’, ପିଏ ମା’ଙ୍କ ଚାଞ୍ଚଲ୍ୟକାର ଖୁଲାସା

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ଡାହାଣ ହାତ ବୋଲି ବିବେଚିତ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଚନ୍ଦ୍ରନାଥଙ୍କ ମା’…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ…

ହାନ୍ତା ଭାଇରସ୍‌କୁ ନେଇ ଚିନ୍ତା: ମଣିଷଠାରୁ ମଣିଷକୁ ହେବ ସଂକ୍ରମଣ

କେପ୍‌ ଟାଉନ୍‌,୭ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ୩ ଯାତ୍ରୀଙ୍କ ମୃତ୍ୟୁ ଏବଂ ୫ରୁ ଅଧିକ ଯାତ୍ରୀ…

୯ ତାରିଖ ସକାଳ ବଙ୍ଗଳାରେ ଶପଥ ଗ୍ରହଣ, ସନ୍ଧ୍ୟାରେ ଅଭିଯୁକ୍ତର ଏନ୍‌କାଉଣ୍ଟର…

କୋଲକାତା,୭।୫:  ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଅବସ୍ଥିତ ମଧ୍ୟମଗ୍ରାମରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

ଚୁପଚୁପ ଚାଇନା ସହିତ ଏକ ବିପଦପୂର୍ଣ୍ଣ ଡିଲ୍‌ କଲା ପାକିସ୍ତାନ, ଭାରତ ଶୁଣିଲେ ହେବ ଛାନିଆ

ନୂଆଦିଲ୍ଲୀ,୭।୫: ଅପରେଶନ ସିନ୍ଦୁରର ପ୍ରଥମ ବାର୍ଷିକୀ ପୂର୍ବରୁ, ଚାଇନା ଏହାର J-35A ଷ୍ଟେଲ୍ଥ ଲଢ଼ୁଆ ବିମାନର ପ୍ରଥମ ସଂସ୍କରଣ ଉନ୍ମୋଚନ କରିଛି, ଯାହା ରପ୍ତାନି ପାଇଁ ପ୍ରସ୍ତୁତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri