ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି, ଠିକ ସମୟରେ ଘୋଷଣା ହେବ। ଡେଡ୍‌ଲାଇନ ଦେବିନି କିନ୍ତୁ ଖୁବଶୀଘ୍ର ବୋର୍ଡ ଓ ନିଗମ ନିଯୁକ୍ତି ହେବ ବୋଲି ମନମୋହନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ...

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି...

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ...

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ...

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri