ବଡ଼ ଖବର: ଅର୍ଚ୍ଚନାଙ୍କ ଘରେ ପଶିଲା ED

ଭୁବନେଶ୍ୱର,୧୨।୯: ଅର୍ଚ୍ଚନା ନାଗଙ୍କ ଘରେ ପଶିଲା ED । ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଛାନ୍‌ଭିନ୍‌ ଚଳାଇଛନ୍ତି। ପୂର୍ବରୁ ଘର ଛାଡ଼ିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା।ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା ମିଳିଛି। ନିର୍ଦ୍ଦେଶ ଅବମାନନା ପରେ ଇଡି ଘର ସିଜ କରିପାରେ ବୋଲି ଚର୍ଚ୍ଚା ହେଉଛି।

ନିକଟରେ ଅଚର୍ଚ୍ଚା ତାଙ୍କ ସ୍ବାମୀଙ୍କୁ ନେଇ ଚର୍ଚ୍ଚାକୁ ଆସିଥିଲେ। ସ୍ବାମୀଙ୍କ ନାମରେ ସେ ସଙ୍ଗୀନ ଅଭିଯୋଗ ଆଣିଥିଲେ।ରାତି ଗୋଟେରେ ସ୍ବାମୀ ଘରକୁ ପଶିବା ଘଟଣାରେ ମୁହଁ ଖୋଲି ଅର୍ଚ୍ଚନା ନାଗ କହିଥିଲେ।ମୁଁ ବେଡରୁମରେ ଶୋଇଥିଲି ସେ ବେଡରୁମ ୱିଣ୍ଡୋରେ ଆସି ଘରେ ପଶି ଷ୍ଟାବିଂ କରିବା ପାଇଁ ଚେଷ୍ଟା କରୁଥିଲେ। ପୋଲିସ ଡାକିଲୁ, ପୋଲିସ ଆଗରେ ଜଗବନ୍ଧୁ ମୋ ଫୋନଟକୁ ଛେଚି ଦେଲା ମୋ ଚୁଟି ଘୋଷାଡ଼ି ମୋତେ ମାଡ଼ ମାରିଲା ବୋଲି ଅର୍ଚ୍ଚନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri