ଚାଷୀଙ୍କ ପାଇଁ ଆସିଲା ବଡ଼ ଖବର, ଯୋଗାଣ ମନ୍ତ୍ରୀ କହିଲେ ମିଳିବ….

ଭୁବନେଶ୍ୱର, ୨୬।୧୨: ଅଦିନିଆ ବର୍ଷାରେ ଫସଲ ବ୍ୟାପକ କ୍ଷତି ହେବାର ଚାଷୀକୂଳ ହତାସ ହୋଇଯାଇଛି। ଅନେକ ଫସଲ କ୍ଷତି ହେବାରୁ ଚାଷୀ ନାହିଁ ନ ଥିବା ସମସ୍ୟାର ସମୁଖୀନ ହୋଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ ନାହାନ୍ତି। ଏ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତାଙ୍କ ପ୍ରତିକ୍ରୟା ଦେଇ କହିଛନ୍ତି, ଯେଉଁ ଧାନଚାଷୀଙ୍କ କ୍ଷତି ହେବ ସଭିଙ୍କୁ କ୍ଷତିପୂରଣ ମିଳିବ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ଚାଷୀଙ୍କ ସହ ଯେତେ କମ୍ପ୍ରୋମାଇଜ କରିହେବ କର। କୃଷକଙ୍କୁ ଫେରାନ୍ତୁ ନାହିଁ: କୃଷ୍ଣଚନ୍ଦ୍ର ପାତ୍ର, ଯୋଗାଣ ମନ୍ତ୍ରୀ ।
ଏଭଳି ଏକ ଘଟଣା ଘଟିଛି । ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁରେ । ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ଜଣକ ହେଲେ ବରଙ୍ଗ ଗ୍ରାମର ବନମାଳୀ ପେଣ୍ଠେଇ(୬୪)। ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷତି ହେବାରୁ ଏହା ସହି ନ ପାରି ସେ ଏଭଳି ଚରମ ପଦକ୍ଷେପ ନେଇଥିବା ଜଣାଯାଇଛି। ତାଙ୍କର ୪ ଝିଅ, ଗୋଟେ ପୁଅ ବିବାହ କରି ସାରିଛନ୍ତି। ୫ ଏକର ଜମିରେ ଧାନ ଫସଲ ଭାଗ ଚାଷୀ ହିସାବରେ ଚାଷ କରିଥିଲେ ଏବଂ ନିଜର ୨ ଭରଣ ଜମିରେ ମଧ୍ୟ ଧାନ ଚାଷ କରିଥିଲେ। ସମସ୍ତ ଧାନ ଫସଲ ଅଦିନିଆ ଲଗାଣ ବର୍ଷାରେ ଉଜୁଡି ଯାଇଛି। କ୍ଷେତରେ କଟା ହେବା ଧାନ ପଡ଼ି ରହି ଗଜା ହୋଇଯାଇଛି। ପ୍ରାୟ ୨ ଲକ୍ଷ ଟଙ୍କା ଅନ୍ୟ ଠାରୁ ଧାର କରଜ କରି ସେ ଚାଷ କରିଥିଲେ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri