ଇନଷ୍ଟା ୟୁଜର୍ସଙ୍କ ପାଇଁ ବଡ଼ ସୂଚନା, ଏବେ ପବ୍ଲିକ ରଖିପାରିବେନି…

ନୂଆଦିଲ୍ଲୀ,୧୭।୯: ମେଟା ପ୍ଲାଟଫର୍ମ ସୋସିଆଲ ମିଡିଆରୁ ନକରାତ୍ମକ ପ୍ରଭାବକୁ ଦୂର କରିବା ପାଇଁ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରାଇଭେଟ୍‌ ଆକାଉଣ୍ଟ କରିବାକୁ ଯାଉଛି। ଏହି ଫିଚର୍ସ ଦ୍ୱାରା ଆକାଉଣ୍ଟରେ ପ୍ରାଇଭେସ୍‌ ପ୍ରୋଟେକ୍ସନ ବଢିବା ସହ ଅଭିଭାବକଙ୍କ ନିୟନ୍ତ୍ରଣକୁ ମଧ୍ୟ ଆସିବ। ମଙ୍ଗଳବାର ମେଟା କହିଛି, ୧୮ବର୍ଷରୁ କମ୍‌ ପିଲାଙ୍କ ଇନଷ୍ଟା ଆକାଉଣ୍ଟ ସ୍ବୟଂ ଚାଳିତ ଭାବେ ଟିନ୍‌ ଆକାଉଣ୍ଟ ବିଭାଗରେ ରଖାଯିବ।

ଯାହାଦ୍ୱାରା ଏହି ଆକାଉଣ୍ଟର ୟୁଜର୍ସ କେବଳ ସେ ଫଲୋ କରୁଥିବା ଲୋକଙ୍କୁ ମେସେଜ ଓ ଟ୍ୟାଗ୍‌ କରିପାରିବେ। ସେଟିଂରେ ଥିବା ସମ୍ବେଦନଶୀଳ କଣ୍ଟେଣ୍ଟେକୁ କେବଳ ପ୍ରତିବନ୍ଧତ୍ମାକ ରୂପରେ ବ୍ୟବହାର କରିହେବ। ୧୬ବର୍ଷରୁ କମ୍‌ ବୟସର ୟୁଜର୍ସ ନିଜ ଅଭିଭାବକଙ୍କ ଅନୁମତିରେ ଡିଫଲ୍ଟ ସେଟିଂ ପରିବର୍ତ୍ତନ କରିପାରିବେ। ଏନେଇ ଅଭିଭାବକଙ୍କ ପାଇଁ ଏକ ଫିଚର୍ସ ମଧ୍ୟ ଉପଲବ୍ଧ ରହିବ। ଯେଉଁଥିରେ ସେ ନଜର ରଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri