ଭାଜପା ସଭାପତି ନାଁ ଘୋଷଣା, ଆସିଲା ବଡ଼ ଖବର

ଭୁବନେଶ୍ୱର,୩୦।୧: ଭାଜପାର ନୂଆ ସଭାପତି ଘୋଷଣା ନେଇ ରାଜନୀତି ସରଗରମ ରହିଛି। ଏସବୁ ଚର୍ଚ୍ଚା ଭିତରେ ରାଜ୍ୟ ର୍ନିବାଚନ ସହ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ରାଜ୍ୟ ସଭାପତି ଘୋଷଣା ହେବ। ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ଏନେଇ ଘୋଷଣା ହେବ। ରାଜ୍ୟ ର୍ନିବାଚନ ଅଧିକାରୀ ଓଡ଼ିଶା ଆସି ଆଲୋଚନା କରିଛନ୍ତି। ଖୁବଶୀଘ୍ର ବାକି ୧୪ ଜିଲାର ସଭାପତିଙ୍କ ନାଁ ଘୋଷଣା ହେବ।

ଏଥିସହ ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି ମଧ୍ୟ ପ୍ରତିକିୟା ଦେଇଛନ୍ତି। ସେ କହିଛନ୍ତି, ସଙ୍ଗଠନ ମହାପର୍ବ ଚାଲିଛି, ଶୀଘ୍ର ସବୁ ର୍ନିବାଚନ ସରିବ। ର୍ନିବାଚନ ଚାଲିଛି, କୌଣସି ବିଳମ୍ବ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?