Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ କାର୍ଯ୍ୟକାରୀ ପରିଷଦ ସମାରୋହରେ ଗୁରୁବାର ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିପାରନ୍ତି। ଭାଜପା ସରକାରର ୨ ବର୍ଷ ପାଳନ ଅବସରରେ ସେ ଓଡ଼ିଶା ଆସିବେ। ସେ ଆହୁରି କହିଛନ୍ତି ‘୪ ଦିନ ତଳେ ମୁଁ ଦିଲ୍ଲୀ ଯାଇଥିଲି, ସେଇଠି ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲି।’ଜୁନ ୧୨, ୨୦ କିମ୍ବା ସେପ୍ଟେମ୍ବର ୧୭ରେ ମୋଦି ଓଡ଼ିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି।
ତେବେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ କାଲି ଅର୍ଥାତ୍‌ ବୁଧବାର PMOରୁ ଗ୍ରୀନ ସିଗନାଲ ମିଳିଛି। ଆମେ ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ କରି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri