ଭୁବନେଶ୍ୱର,୧୨।୮: ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ଜାଣନ୍ତୁ….ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝରରେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସମ୍ବଲପୁରରେ ସୁରେଶ ପୂଜାରୀ, ବଲାଙ୍ଗୀରରେ ମନ୍ତ୍ରୀ ରବି ନାଏକ, କଳାହାଣ୍ଡରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ କୃଷ୍ଣଚନ୍ଦ୍ର ପାତ୍ର।
ଅନ୍ୟପକ୍ଷେ ପୁରୀରେ ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।