Posted inଜାତୀୟ

ମତଦାନ ଭିତରେ ଏକଜିଟ୍‌ ପୋଲ୍‌କୁ ନେଇ ବଡ଼ ଖବର, ମହାରାଷ୍ଟ୍ର-ଝାଡଖଣ୍ଡରେ…

ନୂଆଦିଲ୍ଲୀ,୨୦।୧୧: ଏକଜିଟ୍‌ ପୋଲ୍‌କୁ ନେଇ ବଡ଼ ଅପଡେଟ୍‌। ଏବେ ନ୍ୟୁଜ ଚ୍ୟାନେଲ ନୁହେଁ ୟୁଟ୍ୟୁବରେ ପ୍ରସାରିତ ହେବ ବୁଥ୍‌ ବାହୁଡା ମତ। ଏନେଇ ଆସିଛି ବଡ଼ ସୂଚନା। ପ୍ରସିଦ୍ଧ ପୋଲ୍‌ଷ୍ଟାର୍‌ ପ୍ରଦୀପ ଗୁପ୍ତାଙ୍କ କମ୍ପାନୀ ‘ଆକ୍ସିସ ମାଇଁ ଇଣ୍ଡିଆ’ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନର ଏକଜିଟ୍‌ ପୋଲ୍‌କୁ ସ୍ବତନ୍ତ୍ର ଭାବେ ପ୍ରସାରଣ କରିବ। ଦୁଇରାଜ୍ୟରେ ମତଦାନ ସରିବା ପରେ ସଂଧ୍ୟା ୬.୩୦ଟା ସମୟରେ ଆକ୍ସିସ ମାଇଁ ଇଣ୍ଡିଆର ୟୁଟ୍ୟୁବ ଚ୍ୟାନେଲରେ ଏହି ଏକଜିଟ ପୋଲ ଜାରି କରାଯିବ।

ପ୍ରଦୀପଙ୍କ କମ୍ପାନୀ ଗତମାସ ହରିୟାଣା-ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ରେଜଲ୍ଟ ପରେ ଇଣ୍ଡିଆ ଟୁଡେ ଗ୍ରୁପ ସହ ତାଙ୍କର ଲମ୍ବା ଡିଲ୍‌କୁ ଶେଷ କରିଥିଲେ। ବର୍ତ୍ତମାନ ଏକଜିଟ୍‌ ପୋଲ୍‌ ତାଙ୍କ ୟୁଟ୍ୟୁବ ଚ୍ୟାନେଲ ଓ ସାମ୍ବାଦିକ ସଙ୍କେତ ଉପାଧ୍ୟାୟଙ୍କ ରେଡ୍‌ ମାଇକ୍‌ ୟୁଟ୍ୟୁବ ଚ୍ୟାନେଲରେ ପ୍ରସାରିତ ହେବ।

ଆପଣଙ୍କୁ କହିରଖୁଛୁ କି, ଚଳିତ ବର୍ଷ ବିଭିନ୍ନ ନିର୍ବାଚନକୁ ନେଇ କରାଯାଇଥିବା ଆକଳନକୁ ଆକ୍ସିସ ମାଇଁ ଇଣ୍ଡିଆ ଭୁଲ ପୂର୍ବାନୁମାନ କରିଥିଲା। ହରିୟାଣା ନିର୍ବାଚନରେ କଂଗ୍ରେସର ବିଜୟକୁ ନେଇ ଏକଜିଟ୍‌ ପୋଲ୍‌ କହିଥିଲା। କିନ୍ତୁ ରାଜ୍ୟରେ ଭାଜପା ବଡ଼ ବିଜୟ ହାସଲ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?