ବଡ଼ ଖବର, ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର

ସମ୍ବଲପୁର,୨୦।୨: ସମ୍ବଲପୁରରୁ ଆସୁଛି ବଡ଼ ଖବର। Burla Medical College ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବିଶ୍ୱବିଦ୍ୟାଳୟ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ।

ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ବୁର୍ଲା Vimsar ରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଉଦ୍ଧାର ଛାତ୍ରୀ ବୁର୍ଲାର ଲାଇବ୍ରେରୀ ସାଇନ୍ସ ବିଭାଗର ଅଟନ୍ତି। ୧୦ରୁ ୧୨ ଜଣ ଦୁର୍ବୃତ୍ତ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ। ଘଟଣାରେ ସମ୍ବଲପୁର ପୋଲିସ ତନାଘନା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?