Posted inଖେଳ

IPL ପାଇଁ ବଡ଼ ଯୋଜନା: ୨୦୨୮ ସିଜନରେ ହେବ ୯୪ ମ୍ୟାଚ୍‌

ନୂଆଦିଲ୍ଲୀ,୨୮ା୪: ଚଳିତବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ୮୪ ମ୍ୟାଚ୍‌ ଖେଳାଯିବାର ଯୋଜନା ଥିଲା। କିନ୍ତୁ ବ୍ୟସ୍ତବହୁଳ ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ଓ ବ୍ରଡ୍‌କାଷ୍ଟରମାନେ ଅତ୍ୟଧିକ ଡବଲ ହେଡର ମ୍ୟାଚ୍‌ ଚାହୁଁ ନ ଥିବାରୁ ଚଳିତ ଆଇପିଏଲ୍‌ରେ ମ୍ୟାଚ୍‌ ସଂଖ୍ୟାକୁ ବୃଦ୍ଧି କରାଯାଇ ନ ଥିଲା। ହେଲେ ଟୁର୍ନାମେଣ୍ଟର ମ୍ୟାଚ୍‌ ସଂଖ୍ୟାକୁ ଭବିଷ୍ୟତରେ ବୃଦ୍ଧି କରିବାକୁ ଯୋଜନା ରଖାଯାଇଛି। ଫ୍ୟୁଚର ଟୁର୍‌ସ ପ୍ରୋଗ୍ରାମ(ଏଫ୍‌ଟିପି)ରେ ଆଇପିଏଲ୍‌ ଲାଗି ମାର୍ଚ୍ଚ ମଧ୍ୟରୁ ମେ’ ଶେଷପର୍ଯ୍ୟନ୍ତ ସ୍ଲଟ୍‌ ଧାର୍ଯ୍ୟ କରାଯାଇଛି।

ଚେୟାରମ୍ୟାନ ଅରୁଣ ଧୂମଲ କହିଛନ୍ତି ଯେ, ୨୦୨୮ରୁ ଆରମ୍ଭ ହେବାକୁ ଥିବା ପରବର୍ତ୍ତୀ ମିଡିଆ ରାଇଟ୍ସ ସାଇକେଲରେ ବିସିସିଆଇ ଗୁରୁତର ସହ ଟୁର୍ନାମେଣ୍ଟକୁ ବିସ୍ତାର କରିବା ସମ୍ପର୍କରେ ଚିନ୍ତା କରବ। ଆମେ ଏ ସମ୍ପର୍କରେ ଆଇସିସି ସହିତ ଆଲୋଚନା କରୁଛୁ। ଦ୍ୱିପାକ୍ଷୀକ ସିରିଜ ଓ ଆଇସିସି ଇଭେଣ୍ଟ ପ୍ରତି ପ୍ରଶଂସକଙ୍କ ଆଗ୍ରହ ହ୍ରାସ ପାଉଥିବାରୁ ଆମକୁ ଏ ସମ୍ପର୍କରେ ଅଧିକ ଗୁରୁତର ସହ ବିଚାର କରିବାର ଆବଶ୍ୟକତା ରହିଛି। ଆମକୁ ବର୍ତ୍ତମାନ ମିଳୁଥିବା ସ୍ଲଟଠାରୁ ବଡ଼ ସ୍ଲଟର ଆବଶ୍ୟକତା ପଡ଼ିପାରେ। ଟୁର୍ନାମେଣ୍ଟର ମ୍ୟାଚ୍‌ ସଂଖ୍ୟା ୭୪ରୁ ୯୪କୁ ବୃଦ୍ଧି କରାଯାଇପାରେ। ଯାହା ଫଳରେ ପ୍ରତ୍ୟେକ ଦଳ ପ୍ରତ୍ୟେକ ଦଳ ବିପକ୍ଷରେ ହୋମ ଆଣ୍ଡ ଆଓ୍ବେ ଫର୍ମାଟରେ ଖେଳିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri