କଂଗ୍ରେସର ବଡ଼ ପ୍ଲାନ, ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୫: ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଝାରସୁଗୁଡାରେ ପହଞ୍ଚିଛନ୍ତି ରାହୁଲ । ବର୍ତ୍ତମାନ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗୀର ଅଭିମୁଖେ ବାହାରିଛନ୍ତି। ସେଠାରେ କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେବେ । ଦିନ ୧୧ଟା ୪୫ରୁ ୧୨ଟା ୪୫ ପର୍ଯ୍ୟନ୍ତ ରାହୁଲ ଗାନ୍ଧୀଙ୍କ ବଲାଙ୍ଗୀରରେ କାର୍ଯ୍ୟକ୍ରମ ରହିଛି । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ତରଫରୁ ପ୍ରସ୍ତୁତି କରାଯାଇଛି । ଏପରିକି ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ କର୍ମୀ ପ୍ରବଳ ଉତ୍ସାହିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?