Posted inଖେଳ

କୋହଲିଙ୍କ ପବ୍‌ ଉପରେ ପୋଲିସର ବଡ଼ ଆକ୍ସନ

ବେଙ୍ଗାଲୁରୁ,୯।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପବ୍‌କୁ ଝଟ୍‌କା ଲାଗିଛି। ବେଙ୍ଗାଲୁରୁରେ ଅବସ୍ଥିତ ଏହି One8 କମ୍ୟୁନ ପବ ମ୍ୟାନେଜରଙ୍କ ବିରୋଧରେ ପୋଲିସ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି, ଏହି ପବ ରାତି ୧ଟାରେ ବନ୍ଦ ହେବା ସମୟସୀମା ପରେ ମଧ୍ୟ ଗ୍ରାହକଙ୍କୁ ସେବା ଯୋଗାଉଥିଲା।
ବେଙ୍ଗାଲୁରୁର କ୍ୟୁବନ ପାର୍କ ପୋଲିସ ଷ୍ଟେଷନରେ ଦିଆଯାଇଥିବା ଏଫଆଇଆର୍‌ ଅନୁଯାୟୀ, ରାତି ୧.୨୦ରେ One8 କମ୍ୟୁନ ପବ ଖୋଲା ରହୁଛି। କୋହଲିଙ୍କ ପବ ସହ ଅନ୍ୟ ତିନୋଟି ପବ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ଯାହା ନିର୍ଦ୍ଦିଷ୍ଟ ସମୟ ସୀମା ପରେ ମଧ୍ୟ ଖୋଲା ଯାଇଥିଲା।
ଦିଲ୍ଲୀ, ମୁମ୍ବାଇ, ପୁଣେ ଏବଂ କୋଲକାତା ଭଳି ବଡ ସହରରେ ବିରାଟ କୋହଲିଙ୍କ One8 କମ୍ୟୁନର ଶାଖା ଅଛି। ଗତ ବର୍ଷ ଡିସେମ୍ବରରେ ବେଙ୍ଗାଲୁରୁରେ କୋହଲିଙ୍କ ପବ ଖୋଲା ଯାଇଥିଲା। ଏହା ଚିନ୍ନାସ୍ବାମୀ ଷ୍ଟାଡିୟମ ନିକଟ କସ୍ତୁରବା ରୋଡରେ ଥିବା ରତ୍ନମ କମ୍ପ୍ଲେକ୍ସର ଷଷ୍ଠ ମହଲାରେ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri