Posted inଖେଳ

କ୍ରିକେଟ୍‌ ମହାକୁମ୍ଭ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୨ ଦଳ ମଧ୍ୟରେ ହେବ ବିଶ୍ୱକପ୍‌ ଫାଇନାଲ୍‌

ସିଡନୀ,୧୦।୯: ଅକ୍ଟୋବର ୨ ତାରିଖରୁ ଭାରତୀୟ ମାଟିରେ ବିଶ୍ୱକପ ଆୟୋଜିତ ହେବ। ଏହି ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ୧୯ ନଭେମ୍ବରରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୧୨ ବର୍ଷ ପରେ ବିଶ୍ୱକପ ଜିତିବାରେ ସଫଳ ହେବ ବୋଲି ଭାରତୀୟ ପ୍ରଶଂସକମାନେ ଆଶା କରୁଛନ୍ତି। କିନ୍ତୁ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମିଚେଲ ମାର୍ଶ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ମିଚେଲ ମାର୍ଶ ବିଶ୍ୱାସ କରନ୍ତି ଯେ, ଭାରତୀୟ ଦଳ ବିଶ୍ୱକପ ଫାଇନାଲରେ ପ୍ରବେଶ କରିପାରିବ ନାହିଁ।
ଏକ ସାକ୍ଷାତକାରରେ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ କହିଛନ୍ତି ଯେ ଭାରତ, ପାକିସ୍ଥାନ ଏବଂ ଇଂଲଣ୍ଡ ମଧ୍ୟରେ କେଉଁ ଦଳ ଫାଇନାଲରେ ଜିତିବ? ମିଚେଲ ମାର୍ଶ ମାଇକେଲ ଭନଙ୍କ ପ୍ରଶ୍ନର ଏକ ମଜାଦାର ଉତ୍ତର ଦେଇଥିଲେ। ମିଚେଲ ମାର୍ଶ କହିଛନ୍ତି ଯେ, ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଦଳ ଖେଳିବ। ଏଥି ସହିତ ବାବର ଆଜମଙ୍କ ନେତୃତ୍ୱରେ ପାକିସ୍ତାନ ଦଳ ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲରେ ପ୍ରବେଶ କରିବ। ବିଶ୍ୱକପ୍ର ଫାଇନାଲ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ ବୋଲି ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଭବିଷ୍ୟବାଣୀ କରିଛନ୍ତି।
ସୂଚନାଯୋଗ୍ୟ ଯେ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ ୨ ଅକ୍ଟୋବରରେ ଖେଳାଯିବ। ଏଥି ସହିତ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ସହିତ ବିଶ୍ୱକପ ଅଭିଯାନ ଆରମ୍ଭ କରିବ। ଅକ୍ଟୋବର ୮ରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଚେନ୍ନାଇରେ ଖେଳାଯିବ। ଅକ୍ଟୋବର ୧୪ରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!

ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…

ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ

ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍‌ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri