ପିଏମ୍‌ ଆବାସ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର,୧୯।୬: ପିଏମ୍‌ ଆବାସ ଯୋଜନାରେ ସହରାରାଞ୍ଚଳ ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଜ୍ୟ ସରକାର ପିଏମ୍‌ ଆବାସ ଯୋଜନାରେ ହିତାଧିକାରୀଙ୍କ ଘର ପଞ୍ଜୀକରଣ ଖର୍ଚ୍ଚକୁ ୧%ରୁ କମ୍‌ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି।

ଏନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ଅତିରିକ୍ତ ମୁଖ୍ୟ ସଚିବଙ୍କ ଚିଠି କରାଯାଇଛି। ଏପରିକି ବିଜ୍ଞପ୍ତି ଓ ଆଦେଶ କାର୍ଯ୍ୟକାରୀ କରିବାକୁ ରାଜସ୍ବ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

PMAY-U 2.0 ଅଧୀନରେ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ରିହାତି ଘୋଷଣା କରିଛନ୍ତି। ୬୦ ବର୍ଗମିଟର ପର୍ଯ୍ୟନ୍ତ ଘରର ପଞ୍ଜୀକରଣ କ୍ଷେତ୍ରରେ ଏହି ରିହାତି ମିଳିବ । ଷ୍ଟାମ୍ପ ଶୁଳ୍କ ଓ ରେଜିଷ୍ଟ୍ରେସନ ଫି’କୁ ମିଶାଇ ମୋଟ ଦେୟ ୧%ରୁ କମ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri