Posted inଜାତୀୟ

ଲଳିତ ମୋଦିଙ୍କୁ ଆଶ୍ୱସ୍ତି: ବିନା ସର୍ତ୍ତରେ କ୍ଷମା ମାଗିବା ପରେ ମାମଲା ବନ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୪: ନ୍ୟାୟିକ ବ୍ୟବସ୍ଥାକୁ ନେଇ ଦେଇଥିବା ମନ୍ତବ୍ୟ ପାଇଁ ପୂର୍ବତନ ଆଇପିଏଲ ଅଧ୍ୟକ୍ଷ ଲଲିତ ମୋଦିଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ବିନା ସର୍ତ୍ତରେ କ୍ଷମା ପ୍ରାର୍ଥନା କରିବା ପରେ ସୁପ୍ରିମକୋର୍ଟ ଲଲିତ ମୋଦିଙ୍କ ବିରୋଧରେ ଅବମାନନା ପ୍ରକ୍ରିୟା ବନ୍ଦ କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଭବିଷ୍ୟତରେ ଲଲିତ ମୋଦି ଏପରି କୌଣସି କାର୍ଯ୍ୟକଳାପ କରିବେ ନାହିଁ, ଯାହା ନ୍ୟାୟପାଳିକାର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବ।

ଏପ୍ରିଲ ୧୩ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଲଲିତ ମୋଦି ସୁପ୍ରିମକୋର୍ଟ ଏବଂ ନ୍ୟାୟପାଳିକାର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଥିବା ଟୁଇଟ୍‌ ପାଇଁ କ୍ଷମା ମାଗିଛନ୍ତି। ବିଚାରପତି ଏମ. ଆର୍‌. ଶାହ ଏବଂ ସି. ଟି. ରବିକୁମାର ଲଳିତ ମୋଦି ଫାଇଲ କରିଥିବା ପିଟିସନ ଉପରେ ଧ୍ୟାନ ଦେଇଥିଲେ। ପିଟିସନ୍‌ରେ ଉଲ୍ଲେଖ ଥିଲା, ଅଦାଲତଙ୍କ ଗରିମା ଅଥବା ମର୍ଯ୍ୟାଦା କିମ୍ବା ଭାରତୀୟ ନ୍ୟାୟିକ ବ୍ୟବସ୍ଥାର ଅବମାନନା ହେବା ଭଳି କୌଣସି ପ୍ରକାର କାର୍ଯ୍ୟ ଭବିଷ୍ୟତରେ କରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri