Odisha Elections 2024

ଅନୁଭବଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୬।୫: ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି । କେନ୍ଦ୍ରାପଡା ଏମପି ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି ମିଳିଛି । ଆଉ ଗିରଫ ହେବେନି ଅନୁଭବ । ଅନୁଭବଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ । କଟକ JMFC କୋର୍ଟ ଅନୁଭବ ମହାନ୍ତିଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ଜାମିନ ବିହୀନ ଗିରଫ ପରଓ୍ବାନା ମଧ୍ୟ ଜାରି କରିଥିଲେ ।

ତେବେ JMFC କୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅନୁଭବ ମହାନ୍ତି । ଆଉ କୋର୍ଟ ତାଙ୍କୁ ଆଶ୍ବସ୍ତି ଦେଇଛନ୍ତି । ତଳ କୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ । JMFC କୋର୍ଟ ଅନୁଭବଙ୍କୁ ଆତ୍ମସମର୍ପଣ ପାଇଁ ନିର୍ଦେଶ ଦେଇଥିଲେ । କେବଳ ଅନୁଭବ ନୁହଁନ୍ତି ତାଙ୍କର ଦୁଇ ସହଯୋଗୀଙ୍କ ବିରୋଧରେ ମଧ୍ୟ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି କରିଥିଲେ କୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର...

ନିର୍ବାଚନ ପ୍ରଚାରରେ ଭଦ୍ରକ ଆସିବେ ଖାର୍ଗେ, ରାହୁଲ

ଭଦ୍ରକ,୨୮।୫(ସନାତନ ରାଉତ): ଜୁନ୍‌ ୧ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭଦ୍ରକରେ କଂଗ୍ରେସ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛି। ବୁଧବାର କଂଗ୍ରେସର...

‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…

ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା...

ଶାହା କଲେ ଡାଇରେକ୍ଟ ଆଟାକ୍‌ , ତାମିଲନାଡୁରୁ ଲଢିଥା’ନ୍ତେ ନବୀନ, ହେଲେ…

ନିମାପଡ଼ା, ୨୮।୫: ନିମାପଡ଼ା ସଭାରୁ ଡାଇରେକ୍ଟ ଆଟାକ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ସ୍ବରରେ...

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ...

ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ, ରାତି ସାଢ଼େ ୮ଟା ପରେ ଦୋକାନ ବଜାର ବନ୍ଦ

ଗଞ୍ଜାମ,୨୮।୫: ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ । ଜୁନ ୪ ତାରିଖ ପର୍ଯ୍ୟନ୍ତ ରାତି ସାଢ଼େ ୮ଟା ପରେ ସବୁ ଦୋକାନ ବଜାର...

୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା

ଚାନ୍ଦବାଲି,୨୮।୫:ଭଦ୍ରକ ଜିଲା ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ସଭାରେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ...

ରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନ

ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri