IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ସେହିପରି ଡା. ବୃନ୍ଦା ଡିଙ୍କୁ SSEPDର କମିଶନର ତଥା ଶାସନ ସଚିବ ଦାୟିତ୍ୱ ମିଳିଛି।Image

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri