OPS ସ୍ତରରେ ବଡ଼ ଅଦଳବଦଳ: ୧୯ ଅତିରିକ୍ତ ଏସ୍‌ପିଙ୍କ ବଦଳି, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର, ୯।୧୦: OPS ସ୍ତରରେ ଅଦଳବଦଳ। ବଦଳିଲେ ବ୍ରହ୍ମପୁର ଅତିରିକ୍ତ ଏସ୍‌ପି। ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୀମା ସ୍ବାଇଁଙ୍କ ବଦଳି ହୋଇଛି। ସେ ତାଳଚେର ଅତିରିକ୍ତ ଏସ୍‌ପି କାର୍ଯ୍ୟ କରିବେ। ତାଙ୍କ ସ୍ଥାନରେ ଆଲୋକ ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ଦାୟିତ୍ୱ ଦିଆଯାଇଛି।
ମୋଟ ୧୯ ଜଣ ଅତିରିକ୍ତ ଏସ୍‌ପିଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ଜାରି ହୋଇଛି।

 

Dharitri – The Most Trusted Odia Daily of Odisha

Share
Tags: odisha