Posted inଜାତୀୟ

କୋଲକାତା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: କମିଶନରଙ୍କ ବାଇକ୍‌, ଚଢୁଥିଲା ସଞ୍ଜୟ ରୟ

କୋଲକାତା,୨୭।୮: କୋଲକାତା ବଳାତ୍କାର ପରେ ହତ୍ୟା ମାମଲାରେ ବଡ଼ ଖୁଲାସା ହୋଇଛି। ଯାହାକୁ ନେଇ ପୁରା ଦେଶରେ ହଇଚଇ ସୃଷ୍ଟି ହୋଇଛି । ଘଟଣା ଦିନ ରାତିରେ ଅଭିଯୁକ୍ତ ସଞ୍ଜୟ ରୟ ଚଲାଇଥିବା ବାଇକ କୋଲକାତା ପୋଲିସ କମିଶନର ନାମରେ ପଞ୍ଜିକୃତ ହୋଇଛି। ଦୁଇ ଦିନ ପୂର୍ବେ ସିବିଆଇ ରୟଙ୍କ ବାଇକ ଜବତ କରିଥିଲା ।

ସିବିଆଇ ଅନୁଯାୟୀ , ସଞ୍ଜୟ ରୟଙ୍କ ଏହି ବାଇକ ୨୦୨୪ ମେ ମାସରେ ପଞ୍ଜିକୃତ ହୋଇଥିଲା । ରୟ କମିଶନର ପୋଲିସ ବାଇକ୍‌ରେ ମଦ୍ୟ ପାନ କରି ୧୫ କିଲୋମିଟର ଯାତ୍ରା କରିଥିଲେ ।

ସୂଚସୂଥାଉ କି, ତେବେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଏବଂ ପୋଲିସର ଭିତିରିଆ ସଂପର୍କ
ଥିବା ସିବିଆଇ ହାତରେ ପ୍ରମାଣ ଲାଗିଛି । ତେବେ ଏହି ବାଇକ୍‌କୁ କୋଲକାତା ପୋଲିସକୁ ହସ୍ତାନ୍ତର କରିବା ପୂର୍ବରୁ ସିବିଆ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri