Posted inଖେଳ

ବଡ ସଡ଼କ ଦୁର୍ଘଟଣା: ଟ୍ରକ୍‌ ସହ କାର୍‌ ପିଟିଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲାହୋର,୧୧।୧: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ସୋଏବ ମଲିକଙ୍କ ସହ ଏକ ବଡ ଦୁର୍ଘଟଣା ଘଟିଛି। ମଲିକଙ୍କ କାର ଲାହୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଟ୍ରକ ସହିତ ମଲିକଙ୍କ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ମଲିକଙ୍କ କାର ଖରାପ ହୋଇଯାଇଥିଲା, କିନ୍ତୁ ସୋଏବ ମଲିକ ଅଳ୍ପକେ ବଞ୍ଚି ଯାଇଥିଲେ। ଟେନିସ ତାରକା ସାନିଆ ମିର୍ଜାଙ୍କ ସ୍ବାମୀ ସୋଏବ ମଲିକ ପାକିସ୍ତାନ ସୁପର ଲିଗ ପ୍ଲେୟାର ଡ୍ରାଫ୍ଟ ପ୍ରୋଗ୍ରାମରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସୂଚନାଯୋଗ୍ୟ, ସୋଏବ ମଲିକଙ୍କ ସ୍ପୋର୍ଟସ କାର ବହୁତ ଦ୍ରୁତ ଗତିରେ ଥିଲା ଏବଂ ହଠାତ୍‌ ଭାରସାମ୍ୟ ହରkାଇ କାରଟି ରାସ୍ତା କଡ଼ରେ ଅଟକି ରହିଥିବା ଏକ ଟ୍ରକରେ ବାଡେଇ ହୋଇଯାଇଥିଲା। କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ ସୌଭାଗ୍ୟବଶତଃ ମଲିକ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା

ଶିବସେନାର ସଂସ୍ଥାପକ ବାଲ୍‌ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ...

ଅନ୍ତିମ ଲିଗ୍‌ରେ ପଞ୍ଜାବର ବୃହତ୍‌ ବିଜୟ

ମୁମ୍ବାଇ,୨୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ୧୫.୧ ଓଭରରେ ୫ ଉଇକେଟରେ ପଞ୍ଜାବ କିଙ୍ଗ୍ସ ହରାଇ...

ରାଗିଛନ୍ତି କୋହଲି

ମୁମ୍ବାଇ,୧୩।୧୨: ଦକ୍ଷିଣ ଆଫ୍ରିକା ଗସ୍ତକୁ ଦୃଷ୍ଟିରେ ରଖି ଟିମ ଇଣ୍ଡିଆ ଆଜିକାଲି ମୁମ୍ବାଇରେ ଟ୍ରେନିଂ ନେଉଛି। ବିରାଟ କୋହଲିଙ୍କୁ ଛାଡି ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ...

ଆତ୍ମହତ୍ୟା କଲେ ପୂର୍ବତନ ଭାରତୀୟ କ୍ରିକେଟର୍‌

କୋଚି, ୧୦।୧୦: ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ପୂର୍ବତନ ସଦସ୍ୟ ତଥା କେରଳ ରଣ୍‌ଜୀ ଟ୍ରଫି ଖେଳାଳି ଏମ୍‌. ସୁରେଶ କୁମାରଙ୍କ ବିୟୋଗ ଘଟିଛି।...

ଏସି ମିଲନକୁ ଫେରିବେ ଇବ୍ରାହିମୋବିଚ୍‌

ମିଲନ,୨୭।୧୨- ସ୍ବିଡେନ ଷ୍ଟାର ଜଲାଟାନ ଇବ୍ରାହିମୋବିଚ୍‌ ପୁଣି ଥରେ ଏସି ମିଲନ ପାଇଁ ଖେଳିପାରନ୍ତି। ସେ ଦଳ ସହ ୬ ମାସିଆ ଚୁକ୍ତି କରିବାକୁ ଯାଉଥିବା...

ରୋନାଲ୍ଡୋଙ୍କ ରେକର୍ଡ: ପର୍ତ୍ତୁଗାଲର ଦମ୍‌ଦାର ବିଜୟ

ବୁଦାପେଷ୍ଟ,୧୭।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ପ୍ରମୋଦ ଶ୍ରେଷ୍ଠ କ୍ରୀଡ଼ାବିତ୍‌

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍‌ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର...

ହଠାତ୍‌ ଘୋଷଣା କଲେ ଅବସର

ଲଣ୍ଡନ,୨୭।୯: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)...

Advertisement
Archives

Model This Week