Posted inଖେଳ

ବଡ ସଡ଼କ ଦୁର୍ଘଟଣା: ଟ୍ରକ୍‌ ସହ କାର୍‌ ପିଟିଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲାହୋର,୧୧।୧: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ସୋଏବ ମଲିକଙ୍କ ସହ ଏକ ବଡ ଦୁର୍ଘଟଣା ଘଟିଛି। ମଲିକଙ୍କ କାର ଲାହୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଟ୍ରକ ସହିତ ମଲିକଙ୍କ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ମଲିକଙ୍କ କାର ଖରାପ ହୋଇଯାଇଥିଲା, କିନ୍ତୁ ସୋଏବ ମଲିକ ଅଳ୍ପକେ ବଞ୍ଚି ଯାଇଥିଲେ। ଟେନିସ ତାରକା ସାନିଆ ମିର୍ଜାଙ୍କ ସ୍ବାମୀ ସୋଏବ ମଲିକ ପାକିସ୍ତାନ ସୁପର ଲିଗ ପ୍ଲେୟାର ଡ୍ରାଫ୍ଟ ପ୍ରୋଗ୍ରାମରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସୂଚନାଯୋଗ୍ୟ, ସୋଏବ ମଲିକଙ୍କ ସ୍ପୋର୍ଟସ କାର ବହୁତ ଦ୍ରୁତ ଗତିରେ ଥିଲା ଏବଂ ହଠାତ୍‌ ଭାରସାମ୍ୟ ହରkାଇ କାରଟି ରାସ୍ତା କଡ଼ରେ ଅଟକି ରହିଥିବା ଏକ ଟ୍ରକରେ ବାଡେଇ ହୋଇଯାଇଥିଲା। କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ ସୌଭାଗ୍ୟବଶତଃ ମଲିକ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ...

ମହାନ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ପରଲୋକ

ନୂଆଦିଲ୍ଲୀ,୨୮।୭: ଭାରତର ପୂର୍ବତନ ମହାନ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ନନ୍ଦୁ ନାଟେକର ଭାରତର ପ୍ରଥମ...

ଭାରତ-ଇଂଲଣ୍ଡ ମଧ୍ୟ ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍‌ ଜିତିଲା ଇଂଲଣ୍ଡ

ଲଣ୍ଡନ,୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ନଟିଂହାମର ଟ୍ରେଣ୍ଟ...

ଫ୍ଲାଇଟ ମିସ ଯୋଗୁ ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଜାମାଇକା,୪।୧୦: ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ ପାଇଁ ଦୁଇ ସପ୍ତାହରୁ କମ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ଅନେକ ଖେଳାଳି ଆଘାତରୁ...

ସ୍ବତନ୍ତ୍ର ଟି୨୦ ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ଧାଓ୍ବନ

ବାଙ୍ଗାଲୋର,୨୨।୯(ପିଟି): ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଶିଖର ଧାଓ୍ବନ ୩୬ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ।...

ରାଗରେ ନିଆଁବାଣ ହେଲେ ଶାସ୍ତ୍ରୀ, ଦେଲେ ଚେତାବନୀ

ଦୁବାଇ,୯।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ଟିମ ଇଣ୍ଡିଆ ସେମିଫାଇନାଲ ଦୌଡରୁ ବାଦ୍‌ ପଡିଛି। କୋଚ ଭାବେ ଟିମ ଇଣ୍ଡିଆ ସହିତ ରବି ଶାସ୍ତ୍ରୀଙ୍କ ଚୁକ୍ତି...

ରାଜ୍ୟ ହକି ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୫।୯ (ତପନ ସ୍ବାଇଁ): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟ ସିନିୟର ହକି ଚାମ୍ପିୟନଶିପ୍‌...

୨୦୧୧ ବିଶ୍ୱକପ୍‌ ଫାଇନାଲ ବିକ୍ରି ହୋଇଥିବା ଅଭିଯୋଗ

କଲମ୍ବୋ, ୧୮ା୬ (ପି.ଟି.)- ବିଶ୍ୱକପ୍‌ ୨୦୧୧ ଫାଇନାଲ ତାଙ୍କ ଦେଶ ଭାରତକୁ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରୀଡ଼ା ମନ୍ତ୍ରୀ ମହିନ୍ଦାନନ୍ଦ ଅଲୁଥ୍‌ଗାମେଜ।...

Advertisement
Archives

Model This Week