Posted inଖେଳ

ଫାଇନାଲ ପୂର୍ବରୁ ବଡ଼ ଝଟକା: ଅଭିଷେକ, ହାର୍ଦ୍ଦିକ ଆହତ

ଦୁବାଇ,୨୭ା୯: ଓପନର ଅଭିଷେକ ଶର୍ମା ଓ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ କ୍ରାମ୍ପର ସମ୍ମୁଖୀନ ହୋଇ ପଡ଼ିଆରୁ ଚାଲିଯାଇଥିଲେ। ଏପରିକି ପାଣ୍ଡ୍ୟା କ୍ରାମ୍ପ୍ସ କାରଣରୁ ମାତ୍ର ୧ ଓଭର ବୋଲିଂ କରିଥିଲେ। ସେ ପ୍ରଥମ ଓଭର ବୋଲିଂ କରିବା ପରେ ପଡ଼ିଆରୁ ଯାଇଥିବା ବେଳେ ଅଭିଷେକ ୯.୨ ଓଭରରେ ପଡ଼ିଆ ଛାଡ଼ିଥିଲେ ଏବଂ ସୁପର ଓଭରରେ ବ୍ୟାଟିଂ କରିବାକୁ ମଧ୍ୟ ଓହ୍ଲାଇ ନ ଥିଲେ। ଏଥିଯୋଗୁ ସୁପର ଓଭରରେ ଅଧିନାୟକ ସୂର୍ଯ୍ୟକୁମାରଙ୍କ ସହ ଶୁବମନ ଗିଲ ବ୍ୟାଟିଂ କରିଥିଲେ।

ଉଭୟ ଖେଳାଳି କ୍ରାମ୍ପ୍ସର ସମ୍ମୁଖୀନ ହେବା ପରେ ଆଇସ୍‌ ବାଥ ନେଇଥିଲେ। ସେମାନେ ଏବେ କେବଳ ବିଶ୍ରାମ ନେବେ। ପରେ ଖେଳାଳିଙ୍କ ଲାଗି ପୁଲ ସେଶନ ରଖାଯାଇଛି। ସେମାନଙ୍କୁ ମସାଜ୍‌ ଦିଆଯିବ। ଏଣୁ ସେମାନେ ମ୍ୟାଚ୍‌ ବେଳକୁ ଫିଟ୍‌ ହୋଇଯିବେ, ଏହା ଆମେ ଆଶା ରଖିଛୁ ବୋଲି ଭାରତୀୟ ଦଳର ବୋଲିଂ କୋଚ୍‌ ମୋର୍ନେ ମୋର୍କେଲ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri