Posted inଜାତୀୟ

ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ ହାଇକୋର୍ଟ ଆମ୍‌ ଆଦମୀ ପାର୍ଟିକୁ ଏକ ବଡ଼ ଝଟକା ଦେଇଛନ୍ତି। ଲ୍ୟୁଟନାଣ୍ଟ ଗଭର୍ନର ଭି.କେ. ସକ୍ସେନାଙ୍କ ବିରୋଧରେ ଥିବା ସମସ୍ତ ବିବାଦୀୟ ସୋସିଆଲ ମିଡିଆରୁ ପୋଷ୍ଟ ହଟାଇବାକୁ ହାଇକୋର୍ଟ ଦଳକୁ ନିର୍ଦ୍ଦେଶ ଦେଇଛନ୍ତି। ଏଲଜି ଦାଖଲ କରିଥିବା ମାନହାନି ମାମଲାରେ ହାଇକୋର୍ଟ ଏହି ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଅପମାନଜନକ ଟୁଇଟ୍‌ ଏବଂ ଅନ୍ୟାନ୍ୟ ପୋଷ୍ଟ ହଟାଇବାକୁ ଆମ ଆଦମୀ ପାର୍ଟି ଏବଂ ଏହାର ନେତାମାନଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେବାକୁ ସକ୍ସେନା କୋର୍ଟରେ ଆବେଦନ କରିଥିଲେ।
ସୂଚନାଯୋଗ୍ୟ, ଲ୍ୟୁଟନାଣ୍ଟ ଗଭର୍ନରଙ୍କ ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବିରୋଧରେ ସିବିଆଇ ଯାଞ୍ଚ୍‌ ଆଦେଶ ଦେଇଥିଲେ। ଏହାକୁ ନେଇ ଏଏପି ଏବଂ ଲ୍ୟୁଟନାଣ୍ଟ ଗଭର୍ନରଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା। ଏଏପି ନେତାମାନେ ଲ୍ୟୁଟନାଣ୍ଟ ଗଭର୍ନରଙ୍କ ନାଁରେ ୧୪୦୦ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ଆଣିଥିଲେ। ଏନେଇ ସକ୍ସେନା ୫ ଏଏପି ବିଧାୟକଙ୍କ ନାଁରେ ମାନହାନି ମକଦ୍ଦମା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?