Odisha Elections 2024
Posted inଜାତୀୟ

ଅଖିଳେଶଙ୍କୁ ବଡ଼ ଝଟକା: ମହା ସଚିବ ପଦରୁ ଦେଲେ ଇସ୍ତଫା ସ୍ବାମୀ ପ୍ରସାଦ ମୌର୍ଯ୍ୟ…

ଲକ୍ଷ୍ନୌ,୧୩।୨ : ଉତ୍ତରପ୍ରଦେଶର ପୂର୍ବତନ ସିଏମ ଏବଂ ଏସପି ସୁପ୍ରିମୋ ଅଖିଳେଶ ଯାଦବଙ୍କ ଉପରେ ଦଳୀୟ ନେତାମାନେ ଅସନ୍ତୋଷ ହେବାରେ ଲାଗିଛନ୍ତି। ବରିଷ୍ଠ ଏସପି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ମଙ୍ଗଳବାର ଦଳର ଜାତୀୟ ମହା ସଚିବ ପଦରୁ ଇସ୍ତଫା ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।

ସମାଜବାଦୀ ପାର୍ଟିର ଜାତୀୟ ମହା ସଚିବ ପଦରୁ ଇସ୍ତଫା ଦେବା ନେଇ ସେ ଅଖିଳେଶ ଯାଦବଙ୍କୁ ଏକ ଲମ୍ବା ଚିଠି ଲେଖି ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା ଲୋକସଭା ନିର୍ବାଚନ ପୂର୍ବରୁ ଅଖିଳେଶଙ୍କୁ ବଡ଼ ଝଟକା ଲାଗିଥିବା କୁହାଯାଉଛି। ତେବେ ସେ ଦଳରେ ରହିବେ ଏବଂ ସେବା ଜାରି ରଖିବେ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ...

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ...

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ...

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri