Posted inଖେଳ

ଭାରତ ବିପକ୍ଷ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୫ରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ୫ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ ଦଳ ଏକ ବଡ଼ ଝଟ୍‌କା ଲାଗିଛି। ଇଂଲଣ୍ଡ ତାରକା ବ୍ୟାଟ୍ସମ୍ୟାନ ହ୍ୟାରି ବ୍ରୁକ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ବାଦ୍‌ ପଡ଼ିଛନ୍ତି। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏକ ବିବୃତ୍ତି ଜାରି କରି କହିଛି ଯେ, ବ୍ୟକ୍ତିଗତ କାରଣରୁ ହ୍ୟାରି ବ୍ରୁକ ଇଂଲଣ୍ଡକୁ ଫେରୁଛନ୍ତି ଏବଂ ଟେଷ୍ଟ ସିରିଜ ଖେଳିବା ପାଇଁ ହ୍ୟାରି ବ୍ରୁକ ଭାରତକୁ ଫେରିବେ ନାହିଁ । ଏହି କଷ୍ଟ ସମୟରେ ଗୋପନୀୟତା ପାଇଁ ବ୍ରୁକଙ୍କ ପରିବାର ନିବେଦନ କରିଛନ୍ତି। ଆମେ ଚାହୁଁ ଯେ ବ୍ରୁକ ପରିବାରର ଗୋପନୀୟତା ପ୍ରତି ଯତ୍ନବାନ ହେବା ଉଚିତ ଏବଂ ସେମାନଙ୍କର ବ୍ୟକ୍ତିଗତ ସ୍ଥାନ ଏଥିରେ ହସ୍ତକ୍ଷେପ କରାଯିବା ଉଚିତ୍ ନୁହେଁ। ଇସିବି ଦ୍ୱାରା ହ୍ୟାରି ବ୍ରୁକଙ୍କ ସ୍ଥାନ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।
ଇଂଲଣ୍ଡର ମଧ୍ୟମ କ୍ରମରେ ହ୍ୟାରି ବ୍ରୁକ ଅନ୍ୟତମ ବିପଜ୍ଜନକ ଖେଳାଳି। ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିବା ଦିନଠାରୁ ବ୍ରୁକ ଏକ ଚର୍ଚ୍ଚାର ବିଷୟ ପାଲଟିଛନ୍ତି ଏବଂ ତାଙ୍କୁ କ୍ରିକେଟ ଜଗତର ପରବର୍ତ୍ତୀ ବଡ଼ ତାରକା ଭାବରେ ଦେଖାଯାଉଛି। ଏପର୍ଯ୍ୟନ୍ତ ୧୨ଟି ଟେଷ୍ଟ ମ୍ୟାଚ ଖେଳିବାବେଳେ ବ୍ରୁକ ୧୧୮୧ରନ ସଂଗ୍ରହ କରିଛନ୍ତି। ବ୍ରୁକଙ୍କ ହାରାହାରି ୬୨.୧୬ ରହିଛି। କେବଳ ଏତିକି ନୁହେଁ, ବ୍ରୁକ ଟେଷ୍ଟ କ୍ରିକେଟ ରେ ୪ଶତକ ଏବଂ ୭ ଅର୍ଦ୍ଧଶତକ ହାସଲ କରିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri