Google Pay, PhonePe ଓ Paytm କୁ ବଡ଼ ଝଟ୍‌କା! ହ୍ବାଟସଆପ୍‌ରେ ପେମେଣ୍ଟ କରିପାରିବେ ବିଜୁଳି ବିଲ୍‌, ଜାଣନ୍ତୁ ପ୍ରକ୍ରିୟା

ନୂଆଦିଲ୍ଲୀ,୧୧।୨: ହ୍ବାଟସଆପ ୟୁଜର୍ସଙ୍କ ପାର୍ଇ ଖୁସି ଖବର। ଏଣିକି ହ୍ବାଟସଆପ୍‌ ମାଧ୍ୟମରେ ବିଜୁଳି ବିଲ୍‌ ଓ ପାଣି ବିଲ୍‌ ପେମେଣ୍ଟ କରିପାରିବେ। ଏହା ବ୍ୟତୀତ ଅନ୍ୟାନ୍ୟ ବିଲ ମଧ୍ୟ ପେମେଣ୍ଟ କରିପାରିବେ। ଏହା ସହିତ, WhatsApp କେବଳ UPI କାରବାର ପର୍ଯ୍ୟନ୍ତ ସୀମିତ ରହିବ ନାହିଁ, ବରଂ ଏକ ବ୍ୟାପକ ଡିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ହୋଇପାରିବ। ହୱାଟସଆପର ଏହି ନୂଆ ବିଲ ପେମେଣ୍ଟ ଫିଚର ବ୍ୟବହାରକାରୀଙ୍କୁ ସୁବିଧା ଆଣିବା ସହ ବଡ଼ ବଡ଼ ପେମେଣ୍ଟ କମ୍ପାନୀକୁ ଶକ୍ତ ଝଟ୍‌କା ଦେଇପାରେ। ଏହି ଫିଚର୍ସ ସିଧାସଳଖ Google Pay, PhonePe ଏବଂ Paytm ଭଳି ପେମେଣ୍ଟ ଆପ୍‌ ଉପରେ ପ୍ରଭାବ ପକାଇବ।

ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଫିଚର ସାହାଯ୍ୟରେ ଉପଭୋକ୍ତାମାନେ ବିଦ୍ୟୁତ, ପାଣି, ମୋବାଇଲ ରିଚାର୍ଜ, ଘରଭଡ଼ା ଏବଂ ଅନ୍ୟାନ୍ୟ ବିଲ ପୈଠ କରିପାରିବେ। ଏହା ସେମାନଙ୍କ ପାଇଁ ବହୁତ ଲାଭଦାୟକ ହେବ ଯେଉଁମାନେ ନିଜ ଘର ଖର୍ଚ୍ଚ ପାଇଁ ଅନେକ ଭିନ୍ନ ପ୍ଲାଟଫର୍ମ ବ୍ୟବହାର କରୁଛନ୍ତି।

ଭାରତରେ UPI ପେମେଣ୍ଟ ମାର୍କେଟରେ ବର୍ତ୍ତମାନ PhonePe ଏବଂ Google Pay ର ଦବ୍‌ଦବା ରହିଛି। ରିପୋର୍ଟ ଅନୁଯାୟୀ, ମାର୍କେଟରେ PhonePeର ଅଂଶ 47.8% ଗୁଗୁଲ ପେର ୩୭% ଓ ଅନ୍ୟାନ୍ୟ ପ୍ରତିଯୋଗୀଙ୍କ ମଧ୍ୟରେ Paytm, Navi, Cred ଏବଂ Amazon Pay ଅନ୍ତର୍ଭୁକ୍ତ।

ବର୍ତ୍ତମାନ ହୱାଟସଆପର ନୂତନ ଫିଚର ଲଞ୍ଚ ହେବା ପରେ, ଏହା ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ କେତେ ବଡ଼ ପରିବର୍ତ୍ତନ ଆଣିପାରେ ଏବଂ ଏହା Google Pay, PhonePe ଏବଂ Paytm ଭଳି କମ୍ପାନୀକୁ ବଡ଼ ଝଟ୍‌କା ଲାଗିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri