Posted inଖେଳ

ଗୁଜରାଟ ଟାଇଟାନ୍ସକୁ ବଡ଼ ଝଟ୍‌କା: ପ୍ରଥମ ମ୍ୟାଚ୍‌ରୁ ବାଦ୍‌ ପଡିପାରନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ଆଇପିଏଲ ୨୦୨୪ ପୂର୍ବରୁ ଗୁଜରାଟ ଟାଇଟାନ୍ସକୁ ସମସ୍ୟା ଦୂର ହେବାର ନାଁ ଧରୁନି।ପ୍ରଥମେ ହାର୍ଦ୍ଦିକ ପାଣ୍ଡ୍ୟା ଦଳ ଛାଡିଥିଲେ। ତା’ପରେ ମୁଖ୍ୟ ଦ୍ରୁତ ବୋଲର ମହମ୍ମଦ ଶାମି ପୁରା ଟୁର୍ନାମେଣ୍ଟରୁ ବାଦ ପଡିଥିଲେ। ବର୍ତ୍ତମାନ ଦଳ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ୱେଡ ଆଇପିଏଲ ୨୦୨୪ରେ ଗୁଜରାଟ ପାଇଁ ପ୍ରଥମ ମ୍ୟାଚରୁ ବାଦ୍‌ ପଡ଼ିପାରନ୍ତି।
ୱେଡ ଆଇପିଏଲ ୨୦୨୨ରୁ ଗୁଜରାଟ ଟାଇଟାନ୍ସର ଏକ ଅଂଶ। ମେଗା ନିଲାମରେ ଗୁଜୁରାଟ ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟରଙ୍କୁ ୨.୪୦ କୋଟି ଟଙ୍କାରେ କିଣିଛି। ସେବେଠାରୁ ସେ ଦଳର କ୍ରମାଗତ ଅଂଶ ହୋଇଆସୁଛନ୍ତି।
ଗୁଜରାଟ ଦଳ ମହମ୍ମଦ ଶାମିଙ୍କ ରୂପରେ ଏକ ବଡ଼ ଝଟକା ଲାଗିଛି। ଆହତ କାରଣରୁ ଶାମି ପୁରା ଟୁର୍ନାମେଣ୍ଟରୁ ବାହାରେ ଅଛନ୍ତି। ନିକଟରେ ସେ ଅସ୍ତ୍ରୋପଚାର କରିଛନ୍ତି। ଗତ ସିଜନରେ ଶାମି କେବଳ ଗୁଜରାଟରେ ନୁହେଁ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri