ଇମ୍ରାନଙ୍କୁ ବଡ ଝଟକା: ଭର୍ଚୁଆଲ ରାଲି ପୂର୍ବରୁ ଇଣ୍ଟରନେଟ ସେବା ଠପ୍‌…

ଇସଲାମାବାଦ,୧୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଭର୍ଚୁଆଲ ରାଲି ପୂର୍ବରୁ ପାକିସ୍ତାନରେ ଇଣ୍ଟରନେଟ ସେବା ବ୍ୟାହତ ହୋଇଥିଲା। ଲୋକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଭର୍ଚୁଆଲ ରାଲି ରାତି ୯ ଟାରୁ ଆରମ୍ଭ ହେବାର ଥିଲା, କିନ୍ତୁ ଇଣ୍ଟରନେଟ ମନ୍ଥରତା ହେତୁ ଏହି ରାଲିକୁ ଷ୍ଟ୍ରିମ କରିବାରେ ବହୁ ଅସୁବିଧା ହୋଇଥିଲା ।

ରବିବାର ପାକିସ୍ତାନରେ ଏକ୍ଦ, ଫେସବୁକ, ଇନଷ୍ଟାଗ୍ରାମ ଏବଂ ୟୁଟ୍ୟୁବ ସମେତ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଲାହୋର, କରାଚି ଏବଂ ଇସଲାମାବାଦରେ ରାତି ୮ ଟା ପରେ ଉପଭୋକ୍ତାମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରବେଶ କରିବାରେ ଅସୁବିଧା ବିଷୟରେ ଜଣାଇଥବଲେ। ଖବର କାଗଜ ଡନ ଅନୁଯାୟୀ, ବ୍ୟବହାରକାରୀମାନେ ମନ୍ଥର ଇଣ୍ଟରନେଟ ସେବା ନେଇ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri