Posted inଖେଳ

ଆଇପିଏଲ ପୂର୍ବରୁ କେକେଆର୍‌କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୨।୩: ଆଇପିଏଲ ୨୦୨୩ ପୂର୍ବରୁ କୋଲକାତା ନାଇଟ ରାଇଡର୍ସକୁ ବଡ଼ ଝଟ୍‌ା ଲାଗିଛି। ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ଶ୍ରେୟସ ଆୟର ପିଠିରେ ଆଘାତ ଯୋଗୁ ଆଇପିଏଲ ଆଇପିଏଲ୍‌ ଏବଂ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରୁ ବାଦ୍‌ ପଡିଛନ୍ତି। ଆୟାର ଆଇପିଏଲରେ କେକେଆର୍‌ର ଅଧିନାୟକ। ପିଠିରେ ଆଘାତ ହେତୁ ଆୟରଙ୍କୁ ଅସ୍ତ୍ରୋପଚାର କରିବାକୁ ପଡିପାରେ, ଯେଉଁ କାରଣରୁ ସେ ପ୍ରାୟ ୫ ମାସ କ୍ରିକେଟଠାରୁ ଦୂରରେ ରହିପାରନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟ ମ୍ୟାଚ ସମୟରେ ଆୟର ପିଠି ଯନ୍ତ୍ରଣା ଅନୁଭବ କରିଥିଲେ।
ଆୟର୍‌ ଲଣ୍ଡନରେ ଅସ୍ତ୍ରୋପଚାର କରିବାକୁ ଚାହୁଁଛନ୍ତି କିନ୍ତୁ ଅସ୍ତ୍ରୋପଚାର ପାଇଁ ପରାମର୍ଶ ଜାରି ରହିଛି କାରଣ ବିସିସିଆଇ ଏପର୍ଯ୍ୟନ୍ତ ଅସ୍ତ୍ରୋପଚାର ସ୍ଥାନ ଚୂଡ଼ାନ୍ତ କରି ନାହିଁ। ଭାରତରେ ଏହି ଅସ୍ତ୍ରୋପଚାର କରାଯାଇପାରେ ବୋଲି ସମ୍ଭାବନା ରହିଛି।
ଶ୍ରେୟସ ଆୟର ଆଇପିଏଲ ୨୦୨୨ରେ କୋଲକାତା ନାଇଟ ରାଇଡର୍ସର ଅଧିନାୟକ ଥିଲେ। ଗତ ସିଜନରେ, ଆୟରଙ୍କ ଅଧିନାୟକତ୍ୱରେ, କେକେଆର୍‌ ୧୪ଟି ମ୍ୟାଚ ମଧ୍ୟରୁ ୬ଟି ଜିତି ୮ଟି ହାରିଥିଲା। ଏଥି ସହିତ ଦଳ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri