Posted inଜାତୀୟ

ମମତାଙ୍କୁ ବଡ଼ ଝଟ୍‌କା : ନିର୍ବାଚନ ପୂର୍ବରୁ ଘଟିଲା ଏମିତି…

ନୂଆଦିଲ୍ଲୀ,୨୦ା୫: ପଶ୍ଚିମବଙ୍ଗର ଫାଲ୍‌ଟା ନିର୍ବାଚନମଣ୍ଡଳୀରେ ସାନି ନିର୍ବାଚନର ମାତ୍ର ୨ ଦିନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପ୍ରାର୍ଥୀ ଜାହାଙ୍ଗୀର ଖାନ୍‌ ନାମାଙ୍କନପତ୍ର ପ୍ରତ୍ୟାହାର କରିନେଇଥିବା ମଙ୍ଗଳବାର ଘୋଷଣା କରିଛନ୍ତି। ଫାଲ୍‌ଟାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସ୍ବତନ୍ତ୍ର ପ୍ୟାକେଜ୍‌ ପ୍ରତିଶ୍ରୁତି ଦେଇଥିବାରୁ ସେ ନିର୍ବାଚନ ନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଥିବା ଖାନ୍‌ କହିଛନ୍ତି। ଅନ୍ୟପକ୍ଷରେ ଶୁଭେନ୍ଦୁ ଟିଏମ୍‌ସି ପ୍ରାର୍ଥୀଙ୍କ ଏଭଳି ମନ୍ତବ୍ୟକୁ ଖଣ୍ଡନ କରିଛନ୍ତି। କୌଣସି ପୋଲିଂ ଏଜେଣ୍ଟ ନ ପାଇବାରୁ ଖାନ୍‌ ନିର୍ବାଚନ ଲଢ଼ିବାରୁ ଓହରିଗଲେ ବୋଲି ଶୁଭେନ୍ଦୁ କହିଛନ୍ତି। ଅନ୍ୟପକ୍ଷରେ ଟିଏମ୍‌ସି କହିଛି, ଫାଲ୍‌ଟା ନିର୍ବାଚନମଣ୍ଡଳୀରେ ଶତାଧିକ ଦଳୀୟ କର୍ମୀଙ୍କୁ ଗିରଫ କରାଯାଇଥିବାବେଳେ ନିର୍ବାଚନ କମିଶନ ଏଥିପ୍ରତି ଆଖିବୁଜି ଦେଇଛନ୍ତି। ନିର୍ବାଚନରୁ ଓହରିଯିବା ଜାହାଙ୍ଗୀର ଖାନ୍‌ଙ୍କ ବ୍ୟକ୍ତିଗତ ନିଷ୍ପତ୍ତି। ଏହା ଦଳୀୟ ନିଷ୍ପତ୍ତି ନୁହେଁ ବୋଲି ଟିଏମ୍‌ସି କହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?