Posted inଖେଳ

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ। ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ ଦ୍ୱାରା ମୁମ୍ବାଇ ଇଣ୍ଡିଆନ୍ସ ପରାସ୍ତ ହୋଇଥିଲା। ଏହି ମ୍ୟାଚରେ ମନ୍ଥର ଗତି ହେତୁ ପାଣ୍ଡ୍ୟାଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯାଇଛି। ମୁମ୍ବାଇକୁ ଏହି ମ୍ୟାଚକୁ ୧୮ ରନରେ ହାରିଇବାକୁ ପଡିଥିଲା।
ଲକ୍ଷୌ୍ନ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିଥିଲେ। ସେ ୨୦ ଓଭରରେ ୨୧୪ ରନ ସଂଗ୍ରହ କରି ୬ ଉଇକେଟ ହରାଇଥିଲେ। ଏହି ସମୟ ମଧ୍ୟରେ ନିକୋଲାସ ପୁରାଣ ୭୫ ରନ୍‌ର ବିସ୍ଫୋରକ ଖେଳିଥିଲେ। ସେ ୨୯ ବଲରେ ୮ଟି ଛକା ଓ ୫ ଚୌକା ମାରିଥିଲେ। କେଏଲ ରାହୁଲ ୫୫ ରନର ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ମନ୍ଥର ଓଭର ହେତୁ ପାଣ୍ଡ୍ୟାଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯାଇଥିଲା। ଏହି ସିଜିନ୍‌ରେ ମୁମ୍ବାଇର ଏହା ଶେଷ ମ୍ୟାଚ ଥିଲା। ଏହି କାରଣରୁ ପାଣ୍ଡ୍ୟା ଆସନ୍ତା ସିଜିନର ପ୍ରଥମ ମ୍ୟାଚ ଖେଳି ପାରିବେ ନାହିଁ। ଟାର୍ଗେଟ୍‌କୁ ପିଛା କରି ମୁମ୍ବାଇ ଦଳ ୨୦ ଓଭରରେ ମାତ୍ର ୧୯୬ ରନ ସ୍କୋର କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri