ୟୁକ୍ରେନକୁ ବଡ଼ ଝଟକା: ହ୍ରାସ ପାଇଲା ଆମେରିକା ସହାୟତା…

କିଭ,୧।୧୦: ଅକ୍ଟୋବର ୧ ପୂର୍ବରୁ ସିନେଟରେ ଏହି ଅସ୍ଥାୟୀ ଫଣ୍ଡିଂ ବିଲ ପାରିତ ହୋଇଛି। ଫଳରେ ଶଟଡାଉନ ଆଶଙ୍କା ଆମେରିକାରେ ବର୍ତ୍ତମାନ ଟଳିଛି। ଏଥିରେ ୟୁକ୍ରେନକୁ ସହାୟତା ହ୍ରାସ କରାଯାଇଛି। ଏହା ଦ୍ୱାରା ୟୁକେନ୍‌କୁ ବଡ଼ ଝଟକା ଲାଗିଛି। ଏହି ପ୍ୟାକେଜ ବର୍ତ୍ତମାନର ୨୦୨୩ ସ୍ତରରେ ନଭେମ୍ବର ମଧ୍ୟଭାଗ ପର୍ଯ୍ୟନ୍ତ ରାଷ୍ଟ୍ରପତି ଜୋ ବାଇଡେନ ସରକାରଙ୍କୁ ପାଣ୍ଠି ଯୋଗାଇବ ଏବଂ ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ ସହିତ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ ବିସ୍ତାର କରିବ।

ଅଧିକାଂଶ ରିପବ୍ଲିକାନ ଏବଂ ପ୍ରାୟ ସମସ୍ତ ଡେମୋକ୍ରାଟ ସମର୍ଥନ କରୁଥିବା ଏହି ପ୍ୟାକେଜ ହାଉସ ୩୩୫-୯୧ ଭୋଟ ଦ୍ୱାରା ଅନୁମୋଦିତ ହୋଇଛି। ସିନେଟରେ ଏହା ୮୮-୯ ଭୋଟରେ ପାରିତ ହୋଇଛି। ଏହି ସମୟରେ, ଉଭୟ ଦଳର ସଦସ୍ୟମାନେ ୟୁକ୍ରେନର ରାଷ୍ଟ୍ରପତିଙ୍କ ଭୋଲୋଡିମିର ଜେଲେନସ୍କିଙ୍କୁ ୱାଶିଂଟନ ଗସ୍ତ ସମୟରେ ସହାୟତା ପ୍ରଦାନ ପାଇଁ କରିଥିବା ପ୍ରତିଶ୍ରୁତିରେ ବାଧା ସୃଷ୍ଟି ହୋଇଛି। ଫଳରେ ୟୁକ୍ରେନର ସମସ୍ୟା ବଢ଼ିବାର ଆଶଙ୍କା ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri