ଭାରତ ମସଲାର ବୃହତ୍‌ ଷ୍ଟଲ୍‌

କଟକ,୯।୧୧: ରାଜ୍ୟର ପ୍ରମୁଖ ମସଲା ଉଦ୍ୟୋଗ ‘ଭାରତ ମସଲା’ର ଏକ ଆକର୍ଷଣୀୟ ଷ୍ଟଲ୍‌ କଟକ ବାଲିଯାତ୍ରା ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାରତ ମସଲାର ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡାଙ୍କ ସମେତ ଡା. ଜୟନ୍ତ କୁମାର ପଣ୍ଡା ଏବଂ ଡା. ଦୀନବନ୍ଧୁ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଭାରତ ମସଲାର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପଣ୍ଡା କହିଛନ୍ତି, ଦୀର୍ଘ ୨ବର୍ଷ ପରେ କଟକ ବାଲିଯାତ୍ର ଆରମ୍ଭ ହୋଇଛି। ଏହା ଓଡ଼ିଶାର କଳା, ସଂସ୍କୃତି, ବାଣିଜ୍ୟ ଏବଂ ଇତିହାସ ସମ୍ପର୍କରେ ଆଜିର ସମାଜକୁ ଅବଗତ କରାଇବା ସହ ଏକ ବୃହତ୍‌ ମେଳାର ମଜା ସାରା ଦେଶର ଲୋକ ଉଠାଇଥାନ୍ତି ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri