ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ହାତୀ ପାଖକୁ ନ ଯିବାକୁ ଓ ହାତୀ ସହ  ସେଲ୍ଫି ନ ନେବାକୁ ଲୋକଙ୍କୁ ସେ ଅନୁରୋଧ କରିଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ସ୍ଥାନରେ ଲୋକେ ହାତୀ ସହ ସେଲ୍ଫି ନେବା ପାଇଁ ପଛରେ ଗୋଡାଇଥାନ୍ତି । ବେଳେବେଳେ ହାତୀ  କ୍ରୋଧିତ ହୋଇ ଆକ୍ରମଣ କରୁଛନ୍ତି । ତେଣୁ ହାତୀ ପାଖକୁ ଯାଆନ୍ତୁ ନାହିଁ କିମ୍ବା ସେଲ୍ଫି ନିଅନ୍ତୁନି । ରାଜ୍ୟରେ ହାତୀ ସଂଖ୍ୟା ବଢିବା ଚିନ୍ତାର କାରଣ । ହାତୀ ଆସିଲେ ମାଇକ ଯୋଗେ ସଚେତନ କରାଯାଉଛି । ୧୮୦୦ ଜାଗାରେ ୨୩୦୦ରୁ ଅଧିକ ହାତୀ ଅଛନ୍ତି । ସ୍ଥାନୀୟ ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା ସରିଛି । ଜଙ୍ଗଲ ପରିସୀମା ବଢ଼ାଇବାକୁ ଯୋଜନା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri