ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ ୨ ସପ୍ତାହ ପାଇଁ ହୋଟେଲ, ଢାବା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏପରିକି ତେଜରାତି, ମିଠା ଦୋକାନ ସହ ଫାଷ୍ଟଫୁଡ, ଚାଟ, ଗୁପଚୁପ ଆଦି ଦୋକାନ ସହ ଆଇସକ୍ରିମ ଓ ପାଣି ପାଉଚ କାରଖାନା ସହ ମାଛ, ଚିକେନ ଦୋକାନ ଆଦି ବନ୍ଦ ରଖିବାକୁ ତହସିଲଦାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ବିନା ଅନୁମତିରେ ଦୋକାନ ଖୋଲିଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ନିର୍ଦ୍ଦେଶ ନାମାରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ବିବାହ, ବ୍ରତଘର, ଜନ୍ମଦିନ ତଥା ସମୂହ ଭୋଜିକୁ ବର୍ଜନ କରିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ...

କଙ୍ଗାରୁ କୋର୍ଟରେ ପୁଣି ଦିଆଗଲା ବଳଦ ଦଣ୍ଡ, ଗୋଟିଏ ବଂଶରେ ବାହାହେଲେ ବୋଲି…

ଭୁବନେଶ୍ୱର,୧୩ା୭: ରାୟଗଡ଼ା ଜିଲାର ଲକ୍ଷ୍ମୀପୁର ବ୍ଲକର ନାରାୟଣପାଟଣା ଅଞ୍ଚଳର ପେଦା ଇଟିଗି ଗାଁରେ ପୁଣି ଏକ କଙ୍ଗାରୁ କୋର୍ଟ ଘଟଣା ସାମ୍ନାକୁ ଆସିଛି। ଗାଁ ଦାଣ୍ଡରେ...

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା...

ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି

ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ...

ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ...

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି...

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri